ସିଲଭର୍ ମେଡାଲ୍ ପାଇଁ ବିଜେଡି-କଂଗ୍ରେସ ମଧ୍ୟରେ ଚାଲିଛି ପ୍ରତିଯୋଗିତା, ଜୟନାରାୟଣ ମିଶ୍ର

ବିଜେଡି ଓ କଂଗ୍ରେସ ଉପରେ ବର୍ଷିଲେ ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର । ସିଲଭର୍ ମେଡାଲ୍ ପାଇଁ ବିଜେଡି-କଂଗ୍ରେସ ମଧ୍ୟରେ ଚାଲିଛି ପ୍ରତିଯୋଗିତା' ।

jaynartayan mashra
FM କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ସଙ୍ଗେ ସଙ୍ଗେ ପଦକ୍ଷେପ ନେଇଛନ୍ତି ସରକାର' । ମମିତା ମେହେର, ନବ ଦାସ, ମାହାଙ୍ଗା ମର୍ଡର ତଦନ୍ତ ଉପରେ ଉଠାଇଲେ ପ୍ରଶ୍ନ । ବିଜେଡ଼ି-କଂଗ୍ରେସ ସରକାର ସମୟରେ କଣ ହେଉଥିଲା ଓଡ଼ିଶାବାସୀ ଜାଣନ୍ତି' । ଗଣତନ୍ତ୍ରରେ ସମସ୍ତଙ୍କର ଆନ୍ଦୋଳନ କରିବା ଅଧିକାର ଅଛି ବୋଲି କହିଛନ୍ତି ଜୟନାରାୟଣ ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+