ଝାରସୁଗୁଡ଼ା ଦୁର୍ଘଟଣାରେ ମୃତ ୫ ପୋଲିସଙ୍କ ପରିବାରକୁ ଅନୁକଂପା ରାଶି

ଝାରସୁଗୁଡ଼ାରେ ଘଟିଥିବା ଦୁଃଖଦ ସଡ଼କ ଦୁର୍ଘଟଣାରେ ୫ ଜଣ କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କ ପ୍ରାଣହାନି ଘଟଣା ​‌ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହାନଚରଣ ମାଝୀ। ସେ ତାଙ୍କ ଟ୍ବିଟରରେ ହ୍ୟାଣ୍ତଲେ​‌ରେ ଉଲ୍ଲେଖ କରିଛନ୍ତି ଯେ ଏହି ଘଟଣା ଅତ୍ୟନ୍ତ ଦୁଃଖଦାୟକ।

mohan majhi

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ପୋଲିସ କର୍ମଚାରୀଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଝାରସୁଗୁଡ଼ାରେ ଘଟିଥିବା ଦୁଃଖଦ ସଡ଼କ ଦୁର୍ଘଟଣାରେ ୫ ଜଣ କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କ ପ୍ରାଣହାନି ଘଟଣା ଅତ୍ୟନ୍ତ ଦୁଃଖଦାୟକ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହ ପ୍ରାଣ ହରାଇଥିବା ପ୍ରତ୍ୟେକ ପୋଲିସ କର୍ମଚାରୀଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ...

ଏକ ବାହାଘର ଭୋଜି ଖାଇ ଭୋରରୁ ଫେରୁଥିବା ବେଳେ ଟ୍ରେଲର ଏବଂ ପୁଲିସ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୫ ଜଣ ପୁଲିସ ଅଧିକାରୀଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଝାରସୁଗୁଡା ଜିଲ୍ଲାରେ।

ମିଳିଥିବା ସୂଚନା ଅନୁଯାୟୀ ଗତକାଲି ରାତିରେ ରେଙ୍ଗାଲି କୁ ଏକ କନଷ୍ଟେବଳଙ୍କ ବାହାଘରର ଭୋଜିକୁ ରିଜଭ ପୁଲିସର ୮ ଜଣ ପୁଲିସ ଅଧିକାରୀ ଯାଇଥିଲେ। ଭୋରରୁ ଭୋଜି ଖାଇ ଫେରୁଥିବା ସମୟରେ ଏଚ କଟାପାଲି ନିକଟରେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରେଲର ସାମ୍ନା ପଟରୁ ପୁଲିସ ବୋଲେରୋ କୁ ଧକ୍କା ଦେଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+