ପୁରୀ ସଂସଦୀୟ କ୍ଷେତ୍ର ପାଇଁ ଜୟ ନାରାୟଣ ପଟ୍ଟନାୟକ ହେଲେ କଂଗ୍ରେସର ନୂଆ ପ୍ରାର୍ଥୀ
ପୁରୀ: ପୁରୀ ସଂସଦୀୟ କ୍ଷେତ୍ର ପାଇଁ ଜୟ ନାରାୟଣ ପଟ୍ଟନାୟକ ହେଲେ କଂଗ୍ରେସର ନୂଆ ପ୍ରାର୍ଥୀ । ସୁଚରିତା ମହାନ୍ତି କଂଗ୍ରେସ ଟିକେଟ୍ ଫେରାଇବା ପରେ ତାଙ୍କ ସ୍ଥାନରେ ଜୟ ନାରାୟଣଙ୍କୁ ପ୍ରାର୍ଥୀ କରିଛି ଦଳ । ତେବେ ଦଳ ପାଣ୍ଠି ଦେଉ ନଥିବାରୁ ପ୍ରଚାର କରିବା ସମ୍ଭବ ନୁହେଁ ବୋଲି ଅଭିଯୋଗ ଆଣିଥିଲେ ସୁଚରିତା ।













Click it and Unblock the Notifications