ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ ଦାବି କଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ

ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ ଦାବି କଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖି କଂଗ୍ରେସ ବିଧାୟକ ଦଳ ନେତା ଏହି ଦାବି କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଲେଖିଥିବା ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ, ପହଲଗାମ୍ ଆକ୍ରମଣ, ଅପରେସନ୍ ସିନ୍ଦୂର ଏବଂ ଦୁଇ ଦେଶ ମଧ୍ୟରେ ଯୁଦ୍ଧ ବିରତି ଘୋଷଣା ହୋଇଛି ।

ତେଣୁ ଏଭଳି ଏକ ସମୟରେ ଜନ ପ୍ରତିନିଧିମାନେ ତୁରନ୍ତ ଏକାଠି ହେବା ଦରକାର । ତେବେ ଏହା ପୂର୍ବରୁ ଜାତୀୟ ସ୍ତରରେ ମଧ୍ୟ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ସମାନ ଢଙ୍ଗରେ ସଂସଦର ସ୍ୱତନ୍ତ୍ର ଅଧିବେଶନ କରିବାକୁ ଅନୁରୋଧ କରିଥିଲେ । ଆଉ ଠିକ୍ ସେହି ଢଙ୍ଗରେ କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ ମଧ୍ୟ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି ।

special session of Assembly
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+