କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ ସିଟ୍ ପରିବର୍ତ୍ତନ ଲାଗି ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା
ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ ସିଟ୍ ବିଧାନ ସଭାରେ ପରିବର୍ତ୍ତନ କରିବା ପାଇଁ। ସେମାନଙ୍କୁ ଦଳ ନିଲମ୍ବନ କରିଥିବାରୁ ଗୃହରେ ସିଟ୍ ବଦଳାଯାଉ। ସେମାନଙ୍କ ବିରୋଧରେ ଦଳ-ବଦଳ ବିରୋଧୀ ଆଇନ ଲାଗୁ କରାଯାଉ ବୋଲି କାଡ଼ାମ କହିଛନ୍ତି।

ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର 'ହୁଇପ୍'କୁ ନ ମାନି କ୍ରସ୍ ଭୋଟିଂ କରିଥିଲେ। ଏବେ କଂଗ୍ରେସ ଏହି ୩ ଜଣଙ୍କୁ ଦଳରୁ ନିଲମ୍ବିତ କରିଛି। ଆଇନ(ସିଡ୍ୟୁଲ-୧୦) ଅନୁଯାୟୀ, ସମ୍ପୃକ୍ତ ତିନିଜଣଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
More From
-
ରାଜ୍ୟସଭା ନିର୍ବାଚନ: ୫ ବିଧାୟକ କ୍ରସ୍ ଭୋଟିଂ କରିଥିବା ସୂଚନା -
ଆଜି ରାଜ୍ୟସଭା ନିର୍ବାଚନ; ବେଙ୍ଗାଲୁରୁ ଫେରିଲେ କଂଗ୍ରେସ ବିଧାୟକ, ସୋଫିଆ କହିଲେ... -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଭୋଟ୍ ଦେଲେ ସନାତନ ମହାକୁଡ଼, କହିଲେ ସସ୍ପେଣ୍ଡ୍ ଲୋକକୁ ହ୍ବିପ ଜାରି କରିବାର କୌଣସି ନିୟମ ନାହିଁ -
କ୍ରସ୍ ଭୋଟିଂକୁ ମାନିଲେ ସୌଭିକ୍ ବିଶ୍ବାଳ, କହିଲେ ବିଜୁ ବାବୁଙ୍କ ଆଶୀର୍ବାଦ ଯାହାଙ୍କ ପ୍ରତି ଅଛି, ତାଙ୍କୁ ଭୋଟ୍ ଦେଇଛି -
LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଶୀଘ୍ର କରନ୍ତୁ ଏହି କାମ -
୨୦ ମାସରେ ମରିଛନ୍ତି ୧୫୪ ହାତୀ; ଜଙ୍ଗଲ ଓ ପରିବେଶ ମନ୍ତ୍ରୀ -
ରାଜ୍ୟସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ, ୫ଟାରେ ଗଣତି -
SCB ଅଗ୍ନିକାଣ୍ଡ: ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା -
ବଢ଼ିଲା CPET ପରୀକ୍ଷା ଆବେଦନ ପାଇଁ ସମୟ ସୀମା -
ଅଲିଭ ରିଡ୍ଲେଙ୍କ ଗଣ ଅଣ୍ଡାଦାନ ଆରମ୍ଭ -
ଗହୀରମଥାରେ ଅଲିଭରିଡଲେଙ୍କ ସାମୁହିକ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ, ସମୁଦ୍ର କୂଳରେ ସୁରକ୍ଷା ବ୍ୟବସ୍ଥା












Click it and Unblock the Notifications