Get Updates
Get notified of breaking news, exclusive insights, and must-see stories!

ନବୀନଙ୍କୁ ଭେଟିବେ କଂଗ୍ରେସ ସଭାପତି, ଜାଣନ୍ତୁ କାହିଁକି?

ରାଜ୍ୟସଭା ନିର୍ବାଚନ ପ୍ରସଙ୍ଗ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସମୟ ମାଗିଲେ ପିସିସି ସଭାପତି ଭକ୍ତ ଚରଣ ଦାସ । ଫେବ୍ରୁଆରୀ ପ୍ରଥମ ସପ୍ତାହରେ ଦେଖା କରିବାକୁ ସମୟ ମାଗିଛନ୍ତି ଭକ୍ତ । ଚତୁର୍ଥ ଆସନରେ ପ୍ରାର୍ଥୀ ଦେବା ନେଇ ନବୀନଙ୍କ ସହ ଭକ୍ତ ଆଲୋଚନା କରିବେ । ଚତୁର୍ଥ ଆସନ ନେଇ ଯେହେତୁ ବିଜେଡି କିମ୍ବା କଂଗ୍ରେସର ସଂଖ୍ୟା ନାହିଁ, କଂଗ୍ରେସ ଏବଂ ବିଜେଡି ମିଳିତ ଭାବେ ପ୍ରାର୍ଥୀ ଦେବାକୁ ଭକ୍ତ ଦାସ ଆଲୋଚନା କରିବେ ବୋଲି ଚର୍ଚ୍ଚା ହେଉଛି ।

ରାଜ୍ୟସଭା ଚତୁର୍ଥ ସିଟ୍‌ରେ ଜଣେ ପଦ୍ମଶ୍ରୀ, ବୁଦ୍ଧିଜୀବୀଙ୍କୁ ପଠାଇଲେ ଓଡ଼ିଶାର ସମ୍ମାନ ରହିବ । ଏ ନେଇ ଯିଏ ଆଗ୍ରହୀ ଅଛି ତାଙ୍କ ସାଙ୍ଗରେ ଆଲୋଚନା କରିବେ ବୋଲି ଭକ୍ତ ସୂଚନା ଦେଇଛନ୍ତି ।

naveen
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+