ରାତିରେ କାମ କରିବା ପାଇଁ ମହିଳା କର୍ମଚାରୀଙ୍କ ସହମତି ଆବଶ୍ୟକ, ଶ୍ରମ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି

ଏଣିକି ମହିଳାମାନେ ରାତିରେ ବିଭିନ୍ନ ଘରୋଇ ସଂସ୍ଥାରେ କାର୍ଯ୍ୟ କରିପାରିବେ । ରାତିରେ କାମ କରିବା ପାଇଁ ମହିଳା କର୍ମଚାରୀଙ୍କ ସହମତି ଆବଶ୍ୟକ ରହିଛି । ନାଇଟ୍‌ ସିଫ୍ଟରେ କାମ କରିବା ପାଇଁ ମହିଳା ଦେବେ ସହମତି ପତ୍ର। ଏନେଇ ଶ୍ରମ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଜିପିଏସ୍‌ ଟ୍ରାକିଂ ବ୍ୟବସ୍ଥା ସହ ପରିବହନ ସୁବିଧା ଥିବା ଆବଶ୍ୟକ । ରାତିରେ ମହିଳାଙ୍କୁ ଘରୁ ଆଣିବା ଓ ଛାଡ଼ିବା ପାଇଁ ବ୍ୟବସ୍ଥା ରହିବା ଆବଶ୍ୟକ ।

Labour Department
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+