Get Updates
Get notified of breaking news, exclusive insights, and must-see stories!

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ

ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା ରହିଛି । କହିରଖୁଛୁ କି, ତାଙ୍କର ନିର୍ବନ୍ଧ ସରିଥିବା ବେଳେ ଆଉ କିଛି ଦିନ ପରେ ବିବାହ କରିଥାନ୍ତେ ।

shooting

ସୂଚନା ଅନୁସାରେ, କନଷ୍ଟେବଳ ରିଜର୍ଭ ଅଫିସ ଛାତରେ ନିଜ ବନ୍ଧୁକରେ ଗୁଳି କରି ନିଜେ ଆତ୍ମହତ୍ୟା କରିଛନ୍ତି । ଛୁଟି ନପାଇବା ପରେ ଚାପରେ ଏପିଆର କନଷ୍ଟେବଳ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ମୃତକଙ୍କ ଘର ନୂଆଗାଁ ବ୍ଲକ ଓଡ଼ଗାଁ ଥାନା ବାହାଡଝୋଲା ବେରୁଆଁବାରି ଗାଁରେ। ଖବର ଜଣ ପଡିବା ପରେ ନୟାଗଡ଼ ଟାଉନ ଥାନା ପୋଲିସ ଓ ସାଇନ୍ଟଫିକ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେ ଆତ୍ମହତ୍ୟା ପଛରେ ଛୁଟି ନମିଳିବା ନା ଆଉ କିଛି ତାହା ତଦନ୍ତ ପରେ ସ୍ପଷ୍ଟ ହୋଇପାରିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+