ଚିନ୍ତାରେ ଗ୍ରାହକ, ପୁଣି ବଢିଲା ସୁନା ଦର, ଜାଣନ୍ତୁ କେତେ ବଢିଲା

ପୁଣି ଚିନ୍ତା ବଢାଇଲା ସୁନା । ଜୁନ୍‌ ୧୮ ଅର୍ଥାତ୍‌ ବୁଧବାର ପୁଣି ବଢିଛି ସୁନା ଦାମ୍‌ । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୦,୯୧୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧,୦୦,୩୭୦ ଟଙ୍କା ଥିଲା । ଏଥିରେ ୫୪୦ ଟଙ୍କା ବୃଦ୍ଧି ହୋଇଛି ।

gold prices

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୨,୫୦୦ ଟଙ୍କା ରହିଛି । ଗତକାଲି ଏହା ୯୨,୦୦୦ ଥିଲା । ଏଥିରେ ୫୦୦ ଟଙ୍କା ବୃଦ୍ଧି ହୋଇଛି । ୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୫,୬୯୦ ଟଙ୍କା ବୃଦ୍ଧି ହୋଇଛି । ଗତକାଲି ୭୫,୨୮୦ ଟଙ୍କା ଥିଲା । ଏଥିରେ ୪୧୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୧୦୦ ଟଙ୍କା ରହିଛି । ଗତକାଲି ଏହା ୧୨,୦୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ବୃଦ୍ଧି ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+