ଭାଲୁ ସହ ଲଢେଇରେ ଜୀବନ ହାରିଲେ ଠିକାଦାର
ନବରଙ୍ଗପୁର: ମହଙ୍ଗା ପଡ଼ିଲା ବାହାରେ ଶୌଚ ହେବା । ଭାଲୁ ଆକ୍ରମଣରେ ଜୀବନ ହାରିଲେ ଠିକାଦାର । ଏମିତି ଏକ ଦୁଃଖଦଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲାରେ । ମୃତ ଠିକାଦାର ଜଣକ ହେଲେ ବ୍ରିଜେଶ ଦ୍ୱିବେଦୀ ।

ନବରଙ୍ଗପୁର ଵ୍ଳକ ଭତରାସିଉନି ପଞ୍ଚାୟତ ଦେଇ ଯାଇଥିବା ଭାରତମାଳା ପ୍ରକଳ୍ପର ରାୟପୁର-ବିଶାଖାପାଟଣମ ନିର୍ମାଣଧିନ ଜାତୀୟ ରାଜପଥରେ ପେଟି ଠିକାଦାର ଭାବେ ନିୟୋଜିତ ଥିଲେ । ରାସ୍ତା ପାର୍ଶ୍ଵରେ ଠିକା କ୍ୟାମ୍ପରେ ଶ୍ରମିକଙ୍କ ସହ ରହୁଥିଲେ । ଆଜି ଭୋରୁ ଶୌଚ ପାଇଁ ଯିବାକୁ ବାହାରିଥିବା ବେଳେ ଭାଲୁ ହାବୁଡ଼ରେ ପଡ଼ିଥିଲେ । ଏଭଳି କି ଭାଲୁ କବଳରୁ ମୁକୁଳିବା ପାଇଁ ଭାଲୁ ସହ ଦୀର୍ଘ ସମୟ ଧରି ଲଢେ଼ଇ କରିଥିଲା ।
ଶ୍ରମିକ ଓ ଗାଁ ଲୋକ ଭାଲୁକୁ ଘଉଡେଇଵା ପାଇଁ ଉଦ୍ୟମ କରିଥିଲେ । କିନ୍ତୁ ଭାଲୁ ଆକ୍ରମଣରୁ ବର୍ତ୍ତି ପାରିନଥିଲେ ଠିକାଦାର । ଭାଲୁ ଶିକାର ରେ ଠିକାଦାର ଜଣକ ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି । ଘଟଣା ସ୍ଥଳରେ ବନବିଭାଗ କର୍ମଚାରୀ ଓ ପୋଲିସ ପହଞ୍ଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଛନ୍ତି ।
More From
-
ବାବା ଭେଙ୍ଗାଙ୍କ ତୃତୀୟ ବିଶ୍ୱଯୁଦ୍ଧ ବିଷୟରେ ଭବିଷ୍ୟବାଣୀ, ସୋସିଆଲ ମିଡ଼ିଆରେ ଆତଙ୍କ -
ଟାଇଁ ଟାଇଁ ଖରା, ୩୯ ଡିଗ୍ରୀ ଛୁଇଁପାରେ ପାରଦ -
ଇରାନର ଡ୍ରୋନ୍ ଶକ୍ତି ଦେଖି ଆମେରିକା ଆଶ୍ଚର୍ଯ୍ୟ -
ଚନ୍ଦ୍ରଗ୍ରହଣ:ଜାଣନ୍ତୁ କିପରି କରିବେ ପାଳନ ? କ'ଣ ଖାଇବେ, କ'ଣ ପିଇବେ ? -
ଇରାନ-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଇଂଲଣ୍ଡର ବଡ଼ ନିଷ୍ପତ୍ତି, ବାତିଲ କଲା ଗସ୍ତ -
ମଧ୍ୟପାଚ୍ୟରେ ମହାଯୁଦ୍ଧ;ଫ୍ରାନ୍ସ ରାଷ୍ଟ୍ରପତିଙ୍କ ବଡ଼ ଘୋଷଣା, ୩୦୦ ପରମାଣୁ ବୋମାରେ ସନ୍ତୁଷ୍ଟ ନୁହେଁ,ନିଜର ବୃଦ୍ଧି କରିବ -
ମସ୍ତଙ୍କ ହୃଦୟ ଜିତୁଛନ୍ତି ବିଜୟ-ରଶ୍ମିକା, ଏବେ ୪୪ଟି ସରକାରୀ ସ୍କୁଲ ପାଇଁ... -
୪୪ଟି ସରକାରୀ ସ୍କୁଲ ପାଇଁ ଏକ ବଡ଼ ଘୋଷଣା କଲେ ନବବିବାହିତ ଦମ୍ପତି ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା -
ଆମେରିକୀୟଙ୍କୁ ୧୪ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ ଜାରି -
ଷ୍ଟ୍ରେଟ୍ ଅଫ ହରମୁଜକୁ ବନ୍ଦ କଲା ଇରାନ, କୌଣସି ବି ଜାହାଜ ଅତିକ୍ରମ କଲେ ଧ୍ବଂସ କରିବାକୁ ଚେତାବନୀ -
ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ସଅଳ ନୀତିକାନ୍ତି, ରାତିରେ ମହାପ୍ରଭୁଙ୍କ ସୁନାବେଶ -
ଦିଲ୍ଲୀପଙ୍କୁ ସମର୍ଥନ ଦେବ ବିଜେପି












Click it and Unblock the Notifications