୧୮ ସୁଦ୍ଧା ଦାବି ପୂରଣ ନ ହେଲେ ୨୦ରୁ ରାଜ୍ୟବ୍ୟାପୀ ଆନ୍ଦୋଳନ ଚେତାବନୀ ଦେଲେ ଠିକାଦାର ସଂଘ

ଆସନ୍ତା ୨୦ରୁ ୩ ପ୍ରମୁଖ ଠିକାଦାର ସଂଘ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ। ୧୮ ସୁଦ୍ଧା ୮ ଦଫା ଦାବି ପୂରଣ ନ ହେଲେ ୨୦ରୁ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି ଠିକାଦାର ସଂଘ। ଫଳରେ ରାଜ୍ୟବ୍ୟାପୀ ସମସ୍ତ ସରକାରୀ ନିର୍ମାଣ କାର୍ଯ୍ୟ ଠପ୍‌ ହୋଇଯିବ। ଏକାଠି ହେବେ ୭୦ ହଜାର ଠିକାଦାର ଓ ୩ ପ୍ରମୁଖ ଠିକାଦାର ସଂଘ। ଏନେଇ ପ୍ରେସମିଟ୍‌ରେ ମିଳିତ ମଞ୍ଚ ଓଡ଼ିଶା ଠିକାଦାର ମହାସଂଘ ଚେତାବନୀ ଦେଇଛି।
ରାଜଧାନୀ ରାଜରାସ୍ତାରେ ବିଶାଳ ସମାବେଶ କରିବ ମହାସଂଘ। ଟେଣ୍ଡର ସୀମା ବୃଦ୍ଧି, ଜରିମାନା ଛାଡ଼ ଆଦି ୮ ଦଫା ଦାବି କରି ଏହି ଚେତାବନୀ ଦେଇଛି ମହାସଂଘ।

Contractors associatio
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+