Get Updates
Get notified of breaking news, exclusive insights, and must-see stories!

ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଘେରିଲେ ଚୁକ୍ତିଭିତ୍ତିକ ପାରା ମେଡିକାଲ ଓ ନର୍ସିଂ ଷ୍ଟାଫ

କଟକ: ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଘେରିଛନ୍ତି ଚୁକ୍ତିଭିତ୍ତିକ ପାରା ମେଡିକାଲ ଓ ନର୍ସିଂ ଷ୍ଟାଫ୍ । ବିଭିନ୍ନ ଦାବି ନେଇ ମନ୍ତ୍ରୀଙ୍କୁ ଅଟକ ରଖିଥିଲେ ।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଆଜି(ଗୁରୁବାର) କଟକରେ ଚୁକ୍ତିଭିତ୍ତିକ ପାରା ମେଡିକାଲ ଓ ନର୍ସିଂ ଷ୍ଟାଫ୍ ଙ୍କ ଆକ୍ରୋଶର ସାମ୍ମୁଖୀନ ହେବାକୁ ପଡ଼ିଛି ।

Niranjan Pujari

ଆଚର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଭିନ୍ନ ଦାବି କରି ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଘେରିଥିଲେ । ପ୍ରାୟ ଅଧ ଘଣ୍ଟା ପର୍ଯ୍ୟନ୍ତ ମନ୍ତ୍ରୀଙ୍କୁ ଘେରି ରହିବା ସହ ଦାବି ପୂରଣ ନେଇ ଜିଦ୍ ଧରିଥିଲେ । ଚୁକ୍ତିଭିତ୍ତିକ ପାରା ମେଡିକାଲ ଓ ନର୍ସିଂ କର୍ମଚାରୀମାନେ ରାସ୍ତା ଉପରେ ଶୋଇ ନିଜର ଦାବି ଜଣାଇଥିଲେ ।

ପରେ ସୁରକ୍ଷା ବ୍ୟବସ୍ଥାରେ ମନ୍ତ୍ରୀ ମେଡିକାଲ ପରିସରରୁ ଚାଲି ଚାଲି ବାହାରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+