ସବୁ ପଞ୍ଚାୟତରେ ଗଠନ ହେବ ସମବାୟ ସମିତି, ମିଳିବ ଅନେକ ପ୍ରକାର ସୁବିଧା; ମନ୍ତ୍ରୀ

୨୦୨୬ ଜାନୁଆରୀ ୩୧ ସୁଦ୍ଧା ଆସିବ ନୂଆ ସମବାୟ ନୀତି ।ଦିଲ୍ଲୀରୁ ଫେରି ସୂଚନା ଦେଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ । କେନ୍ଦ୍ର ଗୃହ, ସମବାୟ ମନ୍ତ୍ରୀ ଶାହଙ୍କ ସହ ବୈଠକ ପରେ ଦେଲେ ସୂଚନା । ରାଜ୍ୟର ସବୁ ପଞ୍ଚାୟତରେ ଗଠନ ହେବ ସମବାୟ ସମିତି' ।
ସବୁ ସମବାୟ ସମିତିରେ ହେବ ମଲ୍ଟିପୁଲ୍ ବ୍ୟବସାୟ' । ସମିତିରେ LPG ଗ୍ୟାସ୍ ବିତରଣ ଓ ଔଷଧ ଦୋକାନ ରହିବ'।

pradeep bal samant

'ପେଟ୍ରୋଲ୍ ପମ୍ପ୍‌, ଜନ ସେବା କେନ୍ଦ୍ର, ଡାଇରୀ ଫାର୍ମ, ଦୁଗ୍ଧ ବିତରଣ ବ୍ୟବସ୍ଥା' । ଲୋକଙ୍କ ଘର ପାଖରେ ସୁବିଧା ପହଞ୍ଚାଇବାକୁ ବ୍ୟବସ୍ଥା କରାଯିବ' । 'ଲାଭ ପାଇଁ ନୁହେଁ, ସେବା ପାଇଁ କାମ କରିବ ସମବାୟ ସମିତି' । ଏଥି ସହ ପ୍ରତି ପଞ୍ଚାୟତରେ ପ୍ରତିଷ୍ଠା ହେବ ବ୍ୟାଙ୍କ ବୋଲି ସୂଚନା ଦେଇଛନ୍ତି ପ୍ରଦୀପ ବଳ ସାମନ୍ତ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+