ରାଜ୍ୟରେ ହଜାରେ ତଳେ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୯୨୫ ଆକ୍ରାନ୍ତ ଚିହ୍ନଟ
୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହୋଇଛି ୯୨୫ ଆକ୍ରାନ୍ତ । ଶୂନରୁ ୧୮ ବର୍ଷ ମଧ୍ୟରେ ୨୦୩ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ସଙ୍ଗରୋଧ କେନ୍ଦ୍ରରୁ ୫୪୨ ଏବଂ ସ୍ଥାନୀୟ ସଂକ୍ରମଣ ୩୮୩ ରହିଛି ।
ଭୁବନେଶ୍ବର: ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ ଗ୍ରାଫ । ଲଗାତର ଭାବେ ଦ୍ୱିତୀୟ ଦିନରେ ଏକ ହଜାରେ ତଳେ ରହିଛି ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହୋଇଛି ୯୨୫ ଆକ୍ରାନ୍ତ । ଶୂନରୁ ୧୮ ବର୍ଷ ମଧ୍ୟରେ ୨୦୩ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ସଙ୍ଗରୋଧ କେନ୍ଦ୍ରରୁ ୫୪୨ ଏବଂ ସ୍ଥାନୀୟ ସଂକ୍ରମଣ ୩୮୩ ରହିଛି ।

ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୫୯ ରହିଛନ୍ତି । ସେହିପରି ଅନୁଗୁଳ ଜିଲ୍ଲାରୁ ୪୪ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୧୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୨୩ଜଣ, କଟକ ଜିଲ୍ଲାରୁ ୫୨ଜଣ, ଦେଓଗଡ଼ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଜପତି ଜିଲ୍ଲାରୁ ୩୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୬ଜଣ, ଜଗତସିଂହପୁର ଜିଲ୍ଲାରୁ ୫୦ଜଣ, ଯାଜପୁର ଜିଲ୍ଲାରୁ ୪୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୪ଜଣ, କେନ୍ଦୁଝର ଜିଲ୍ଲାରୁ ୨୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୯ଜଣ, କୋରାପୁଟ ଜିଲ୍ଲାରୁ ୪୬ଜଣ, ମାଲକାନାଗିରି ଜିଲ୍ଲାରୁ ୩୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୨୧ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୯ଜଣ, ସୋନପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୮ଜଣ, ଷ୍ଟେଟ ପୁଲ୍ରୁ ୨୪ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୯୦୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୨୭୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୫୯୭୯୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୫୩୩୬୪୬ସାମ୍ପୁଲ ଟେଷ୍ଟ୍ ହୋଇଛି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications