Corona Update: ରାଜ୍ୟରେ ନୂଆ ୫୧୦ ଆକ୍ରାନ୍ତ ମଧ୍ୟରୁ ୭୯ ପିଲା କରୋନା ପଜିଟିଭ୍

ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୧୦ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୭୯ ଜଣ ଅଛନ୍ତି।

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୧୦ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୭୯ ଜଣ ଅଛନ୍ତି। ଗତକାଲି ୬୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ଯେଉଁଥିରେ ରହିଥିଲେ ୯୫ ଜଣ ପିଲା ।ତେବେ ଆଜିର ନୂଆ ପଜିଟିଭଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୨୯୭ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୨୧୩ଟି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୭ ପଜିଟିଭ ଚିହ୍ନଟ ହୋଇଛନ୍ତି।

coronavirus

ଅନୁଗୋଳ ଜିଲ୍ଲାରୁ ୩ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୩, ଭଦ୍ରକରୁ ୯, ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ଜଣେ, କଟକରୁ ୭୮, ଗଜପତିରୁ ୭, ଗଂଜାମରୁ ୧୨, ଜଗତସିଂହପୁରରୁ ୨୨, ଯାଜପୁରରୁ ୨୨, ଝାରସୁଗୁଡ଼ାରୁ ୮, କଳାହାଣ୍ଡି଼ରୁ ଜଣେ, କନ୍ଧମାଳ ୪, କେନ୍ଦ୍ରାପଡ଼ା ୭, କେନ୍ଦୁଝରୁ ଜଣେ, କୋରାପୁଟ ୩, ମାଲକାନଗିରି ୪, ମୟୂରଭଞ୍ଜ ୧୪, ନୟାଗଡ଼ରୁ ଜଣେ, ପୁରୀରୁ ୨୦, ରାୟଗଡ଼ା ୩, ସମ୍ବଲପୁର ୯, ସୁନ୍ଦରଗଡ଼ରୁ ୩ ଓ ଷ୍ଟେଟ୍‌ ପୁଲ୍‌ରୁ ୪୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୭୫୪କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୭ ହଜାର ୬୬ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୫,୪ ୯୪ଜଣ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ ଗତକାଲି ସୁଦ୍ଧା ୮,୧୩୫ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+