ରାଜ୍ୟରେ ଆଉ ୪୧ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ

ରାଜ୍ୟରେ ଆଉ ୪୧ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ ହଜାର ଅତିକ୍ରମ କରିଯାଇଛି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଛି।

ଭୁବନେଶ୍ୱର: ରାଜ୍ୟରେ ଆଉ ୪୧ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ ହଜାର ଅତିକ୍ରମ କରିଯାଇଛି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଛି।

Corona Death

୨୧ଟି ଜିଲ୍ଲାରୁ ଏହି ୪୧ ଜଣଙ୍କ ମୃତ୍ୟୁ ସୂଚନା ଆସିଥିବା ବେଳେ ସେମାନଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ଅଛନ୍ତି। ଏହି ଜିଲ୍ଲାରୁ ଆଉ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଏଠାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୦୧କୁ ବୃଦ୍ଧି ପାଇଛି, ଯାହା ସାରା ରାଜ୍ୟରେ ସର୍ବାଧିକ।

ସେହିପରି ସୁନ୍ଦରଗଡ଼ରୁ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପୁରୀ ଓ ଗଞ୍ଜାମରୁ ୩ ଜଣ ଲେଖାଏଁ ବରଗଡ଼, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡ଼ା, ମୟୂରଭଞ୍ଜ, ସମ୍ବଲପୁର ଓ ସୁବର୍ଣ୍ଣପୁରରୁ ୨ ଜଣ ଲେଖାଏଁ, ଏବଂ ଅନୁଗୋଳ, ବାଲେଶ୍ୱର, ଭଦ୍ରକ, ଦେବଗଡ଼, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+