କରୋନା ନେଲା ଆଉ ୧୦ ଜଣ ଜୀବନ, ୨ ହଜାର ଟପିଲା ମୃତକଙ୍କ ସଂଖ୍ୟା

ଗତ ୨୪ ଘଣ୍ଟାରେ ଆଉ ୧୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୦୭ରେ ପହଞ୍ଚିଯାଇଛି।

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ୬ ହଜାର ରହୁଥିବା ବେଳେ ଗତ ୨୪ ଘଣ୍ଟାରେ ଆଉ ୧୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୦୭ରେ ପହଞ୍ଚିଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

corona death in odisha

ବୌଦ୍ଧରୁ ଜଣେ, ଖୋର୍ଦ୍ଧାରୁ ୪ ଜଣ, ରାୟଗଡ଼ାରୁ ୨ ଜଣ, ସୁନ୍ଦରଗଡ଼ରୁ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସଂକ୍ରମଣ ଭଳି କୋଭିଡ୍ ମୃତ୍ୟୁରେ ଖୋର୍ଦ୍ଧା ଜିଲ୍ଲା ଶୀର୍ଷରେ ରହିଛି । ୪ ମୃତ୍ୟୁ ସହ ଜିଲ୍ଲାର ମୋଟ କୋଭିଡ୍ ମୃତ୍ୟୁ ୩୫୧କୁ ବୃଦ୍ଧି ପାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+