ପୁଣି ୧୪ ଜୀବନ ନେଲା ମହାମାରୀ, ମୃତ୍ୟୁସଂଖ୍ୟା ୨୦୪୩କୁ ବୃଦ୍ଧି

ଗତ ୨୪ ଘଣ୍ଟାରେ ରାଜ୍ୟରୁ ୮୬୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନାରେ ଆଉ ୧୪ ଜଣଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତ୍ୟୁ ସଂଖ୍ୟା ୨୦୪୩କୁ ବୃଦ୍ଧି ପାଇଛି ।

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରୁ ୮୬୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନାରେ ଆଉ ୧୪ ଜଣଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତ୍ୟୁ ସଂଖ୍ୟା ୨୦୪୩କୁ ବୃଦ୍ଧି ପାଇଛି ।

corona death in odisha

ଗଞ୍ଜାମରୁ ଜଣେ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୨ ଜଣ, କୋରାପୁଟରୁ ୩ ଜଣ, ନବରଙ୍ଗପୁରରୁ ଜଣେ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ଜଣେ, ସୁନ୍ଦରଗଡ଼ରୁ ୩ ଜଣ କୋଭିଡ୍ ଆକ୍ରାନ୍ତ ଆଖି ବୁଜିଛନ୍ତି ।

ଏଯାବତ୍ ରାଜ୍ୟରେ ୪ ଲକ୍ଷ ୪୪ ହଜାର ୧୯୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୩ ଲକ୍ଷ ୮୦ ହଜାର ୪୦୦ ଜଣ କରୋନାକୁ ମାତ୍ ଦେଇ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ୬୧ ହଜାର ୬୯୮ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+