ଆଉ ୧୪ ଜଣ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଆଉ ୧୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତ୍ୟୁସଂଖ୍ୟା ୨୦୬୮କୁ ବୃଦ୍ଧି ପାଇଛି ।

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତ୍ୟୁସଂଖ୍ୟା ୨୦୬୮କୁ ବୃଦ୍ଧି ପାଇଛି ।

corona death in odisha

ତେବେ ମୃତକଙ୍କ ମଧ୍ୟରେ ଭଦ୍ରକରୁ ଜଣେ, ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ଜଣେ, ଦେବଗଡ଼ରୁ ଜଣେ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ଜଣେ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ଜଣେ, ରାୟଗଡ଼ାରୁ ୪ ଜଣ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି ।

ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୦୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୪୫୬୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୪୪୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷ ୬୨ ହଜାର ୬୨୨କୁ ବୃଦ୍ଧି ପାଇଛି । ରାଜ୍ୟରେ ୩ ଲକ୍ଷ ୯୧ ହଜାର ୪୮ ଜଣ କରୋନାକୁ ମାତ୍ ଦେଇଥିବା ବେଳେ ଏବେ ୬୯ ହଜାର ୪୫୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+