ରାଜ୍ୟରେ ଆଜି କରୋନା ନେଲା ଆଉ ୫ ମୁଣ୍ଡ
ଆଜି ରାଜ୍ୟରେ 4 ହଜାର ଦୈନିକ ସଂକ୍ରମଣ ସଂଖ୍ୟା ଡେଇଁଥିବା ବେଳେ ୫ ଜଣଙ୍କ ମୃତ୍ୟୁ ହୋଇଛି ।
ଭୁବନେଶ୍ୱର: କରୋନାର 2ୟ ଲହରୀରେ ସଂକ୍ରମଣ ସଂଖ୍ଯା ବଢୁଥିବା ବେଳେ ଧିରେ ଧିରେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାକୁ ଲାଗିଲାଣି । ଆଜି ରାଜ୍ୟରେ 4 ହଜାର ଦୈନିକ ସଂକ୍ରମଣ ସଂଖ୍ୟା ଡେଇଁଥିବା ବେଳେ ୫ ଜଣଙ୍କ ମୃତ୍ୟୁ ହୋଇଛି । କେନ୍ଦୁଝର ଜିଲ୍ଲାରୁ ୧, ରାୟଗଡା ଜିଲ୍ଲାରୁ ୧ ଓ ନୂଆପଡା ଜିଲ୍ଲାରୁ ସର୍ବାଧିକ ୩ ଜଣ କୋଭିଡ୍ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏଥିସହ ରାଜ୍ୟରେ କୋଭିଡ୍ ମୃତ୍ୟୁସଂଖ୍ୟା ୧୯୫୩କୁ ବୃଦ୍ଧି ପାଇଛି ।

ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାର ୪ ହଜାର ୭୬୧ଟି ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । କ୍ୱାରେଣ୍ଟାଇନରୁ ୨୭୮୫ଟି ମାମଲା ଆସିଥିବା ବେଳେ ୧୯୭୬ଟି ମାମଲା ସ୍ଥାନୀୟ ସଂକ୍ରମଣ ରହିଛି । ତେବେ ଖୋର୍ଦ୍ଧାରୁ ସର୍ବାଧିକ ୮୨୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୭୭ ହଜାର ୪୬୪କୁ ବୃଦ୍ଧି ପାଇଥିବା ବେଳେ ରାଜ୍ୟରେ ୨୭ ହଜାର ୮୨୧ଟି ସକ୍ରୀୟ ସଂକ୍ରମଣ ମାମଲା ରହିଛି । ଗତ ୨୪ ଘଣ୍ଟାରେ ୧୫୦୩ ଜଣ କରୋନାରୁ ସୁସ୍ଥ ହେବା ସହ ମୋଟ ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ୪୭ ହଜାର ୬୩୭କୁ ବୃଦ୍ଧି ପାଇଛି ।
-
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ଆଜିଠୁ୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି -
ସରକାରଙ୍କ ବଡ଼ ନିଷ୍ପତ୍ତି, ତୃତୀୟ ସନ୍ତାନ ଜନ୍ମ କଲେ ମିଳିବ ୨୫ ହଜାର -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ -
ନେପାଲରେ ବାଲେନ ଶାହ ସରକାର ! -
ଖେମିନିଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ ଇସ୍ରାଏଲକୁ ଧମକ, ଇସ୍ରାଏଲୀକୁ ସିଧାସଳଖ ଚେତାବନୀ -
ପୁଣି ବଦଳିଲା ସୁନା-ରୁପା ଦର : ଆଜି ଏତିକି.... -
ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ରବିବାର ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ ଫାଇଟ୍; ଅପରାହ୍ଣ ୫.୩୦ରେ ଆରମ୍ଭ ହେବ ଉଦଯାପନୀ ଉତ୍ସବ












Click it and Unblock the Notifications