ରାଜ୍ୟରେ ୪ ହଜାର ପାର ହେଲା କରୋନା ମୃତ୍ୟୁ ସଂଖ୍ୟା, ଆଜି ରେକର୍ଡ ୪୮ ମୃତ

ରାଜ୍ୟରେ କୋଭିଡ ମୃତ୍ୟୁ ସଂଖ୍ୟା ଏବେ ୪ ହଜାର ପାର ହୋଇସାରିଛି । ସେହିପରି ଆଜି ରେକର୍ଡ ୪୮ଜଣ ଜୀବନ ନେଇଛି କିଲର ଭାଇରସ୍ ।

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ତଳକୁ ଖସୁଥିବା ବେଳେ ମୃତ୍ୟୁ ସଂଖ୍ୟା ବିପରୀତ ଦିଗରେ ଗତି କରୁଛି । ଦିନକ ଦିନ ରାଜ୍ୟରେ କୋଭିଡ ଜନିତ ମୃତ୍ୟୁ ଏବେ ଚିନ୍ତାର କାରଣ ପାଲଟିଲାଣି । କାରଣ ରାଜ୍ୟରେ କୋଭିଡ ମୃତ୍ୟୁ ସଂଖ୍ୟା ଏବେ ୪ ହଜାର ପାର ହୋଇସାରିଛି । ସେହିପରି ଆଜି ରେକର୍ଡ ୪୮ଜଣ ଜୀବନ ନେଇଛି କିଲର ଭାଇରସ୍ । ମୋଟ ମୃତ୍ୟୁସଂଖ୍ୟା ୪ ହଜାର ୧୮କୁ ବୃଦ୍ଧି ପାଇଛି । ଏହା ପୂର୍ବରୁ ଜୁନ୍ ୧୨ ଓ ଜୁନ୍ ୨୬ରେ ସର୍ବାଧିକ ୪୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିଲେ ।

 Corona Death in Odisha

ଅନୁଗୁଳ ଜିଲ୍ଲାରୁ ୨ କୋଭିଡ୍ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱରରୁ ୨ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୨ ଜଣ, ଭୁବନେଶ୍ୱରରୁ ୫ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୫ ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ଜଣେ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, ଖୋର୍ଦ୍ଧାରୁ ୨ ଜଣ, କୋରାପୁଟରୁ ଜଣେ, ନୟାଗଡ଼ରୁ ୫ ଜଣ, ପୁରୀରୁ ଜଣେ, ସମ୍ବଲପୁରରୁ ଜଣେ, ସୁନ୍ଦରଗଡ଼ରୁ ୪ ଜଣଙ୍କ ମୃତ୍ୟୁ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+