ପୁଣି ବ୍ୟାପିଲାଣି କରୋନା; ରାଜ୍ୟରେ ଆଉ ୪ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ

ଆଜି ରାଜ୍ୟରେ ଆଉ 4 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର । ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 49ରେ ପହଞ୍ଚିଛି । ତେବେ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡ଼ିଛି । ବର୍ତ୍ତମାନ ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪ ରହିଛି ।

Covid

ତେବେ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କଟକରେ 22 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକି ଏକ ପ୍ରକାର ଚିନ୍ତାର ବିଷୟ ଅଟେ । ସେମାନଙ୍କ ମଧ୍ୟରୁ କିଛି ରୋଗୀ ସଙ୍ଗରୋଧରେ ରହିଥିବା ବେଳେ ଅନ୍ୟ କିଛି ଜଣ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ତେବେ ଭୟଭୀତ ନହୋଇ ସତର୍କ ରହିବା ପାଇଁ କୁହାଯାଇଛି । ଘରେ ରହି ମାସ୍କ ପିନ୍ଧିବା ପାଇଁ କୁହାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+