ଗଞ୍ଜାମ ଜିଲ୍ଲାରେ ପ୍ରବେଶ ପାଇଁ ଆବଶ୍ୟତ କୋଭିଡ ନେଗେଟିଭ ରିପୋର୍ଟ
ଜିଲ୍ଲା ବାହାରୁ ଆସୁଥିବା ଲୋକଙ୍କ ଉପରେ କଟକଣା ଲଗାଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ । ପ୍ରବାସୀଙ୍କୁ ଆସିବାକୁ ବାରଣ କରାଯାଇଛି । ଯଦି କେହି ଆସନ୍ତି ତାଙ୍କୁ ସାଙ୍ଗରେ କୋଭିଡ୍ ନେଗେଟିଭ ରିପୋର୍ଟ ଆଣିବାକୁ ଜିଲ୍ଲା ପ୍ରଶାସନ ବାଧ୍ୟ କରିଛି ।
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ କରୋନା ସଂକ୍ରମଣ ରୋକିବାକୁ ଆଜି ଜିଲ୍ଲାପାଳଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି । ଜିଲ୍ଲା ବାହାରୁ ଆସୁଥିବା ଲୋକଙ୍କ ଉପରେ କଟକଣା ଲଗାଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ । ପ୍ରବାସୀଙ୍କୁ ଆସିବାକୁ ବାରଣ କରାଯାଇଛି । ଯଦି କେହି ଆସନ୍ତି ତାଙ୍କୁ ସାଙ୍ଗରେ କୋଭିଡ୍ ନେଗେଟିଭ ରିପୋର୍ଟ ଆଣିବାକୁ ଜିଲ୍ଲା ପ୍ରଶାସନ ବାଧ୍ୟ କରିଛି ।

ଜିଲ୍ଲାରେ କରୋନା ସଂକ୍ରମଣକୁ ନେଇ ଲୋକେ ସଚେତନ ହେଉନାହାନ୍ତି । ଫଳରେ ବାଧ୍ୟ ହୋଇ ପ୍ରଶାସନ ଏଭଳି ପଦକ୍ଷେପ ନେଇଛି । ଦଣ୍ଡଯାତ୍ରା, ଠାକୁରାଣୀ ଯାତ୍ରା କିମ୍ବା ଚୈତ୍ର ଯାତ୍ରା ପାଇଁ ଗଞ୍ଜାମ ଜିଲ୍ଲାକୁ ପ୍ରବାସୀଙ୍କୁ ନ ଆସିବା ଲାଗି ପ୍ରଶାସନ ଅନୁରୋଧ କରିଛି । ଏନେଇ ଜିଲ୍ଲାର ସମସ୍ତ ସରପଞ୍ଚ ଏବଂ ଜିଲ୍ଲା ପରିଷଦ ସଭ୍ୟଙ୍କ ସହ ଜିଲ୍ଲାପାଳ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି । ଏହି ନିୟମକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
ଗଞ୍ଜାମ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୩ ଜଣ କୋଭିଡ୍ ସଂକ୍ରମି ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ଏବେ ୧୮ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି । ଜିଲ୍ଲାରେ ଏଯାବତ୍ ୨୧ ହଜାର ୯୫୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୧ ହଜାର ୬୮୦ ଜଣ ସୁସ୍ଥ ହୋଇଛନ୍ତି । କରୋନାରେ ୨୪୮ ଜଣଙ୍କ ମୃତ୍ୟୁ ହୋଇଛି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications