Corona Update: ଆଜି ବି ୧୦ ହଜାର ଉପରେ ପଜିଟିଭ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ହଜାର ୬୪୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୫୭ ଜଣ ଚିହ୍ନଟ ହୋଇଥିବାବେଳେ କଟକ ଦ୍ୱିତୀୟ ସ୍ଥାନରେ ରହିଛି।

ଭୁବନେଶ୍ୱର: ରାଜ୍ୟରେ ପୁଣି ୧୦ ହଜାର ଉପରେ ଚିହ୍ନଟ ହୋଇଛନ୍ତି କରୋନା ପଜିଟିଭ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ହଜାର ୬୪୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୫୭ ଜଣ ଚିହ୍ନଟ ହୋଇଥିବାବେଳେ କଟକ ଦ୍ୱିତୀୟ ସ୍ଥାନରେ ରହିଛି।

Odisha Corona Update

କଟକ ଜିଲ୍ଲାରୁ ୨୪ ଘଣ୍ଟା ମଧ୍ୟରେ ୯୩୦ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାପରେ ରହିଛି ସୁନ୍ଦରଗଡ଼ ଜିଲ୍ଲା । ଏଠାରୁ ୭୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୫୫୭, ସମ୍ବଲପୁର ୪୯୪, ମୟୂରଭଂଜରୁ ୪୦୪, ବରଗଡ଼ରୁ ୩୯୧, ଝାରସୁଗୁଡ଼ାରୁ ୩୬୮, ନୟାଗଡ଼ ୩୫୭, ପୁରୀରୁ ୩୩୫, ନୂଆପଡ଼ାରୁ ୩୩୧ ଜଣ ଚିହ୍ନଟ ହୋଇଛନ୍ତି । ଷ୍ଟେଟ୍ ପୁଲ୍‌ରୁ ୨୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏହାବ୍ୟତୀତ, ଯାଜପୁରରୁ ୩୦୭, ଜଗତସିଂହପୁରରୁ, ୨୭୮, କଳାହାଣ୍ଡିରୁ ୨୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଗଞ୍ଜାମରୁ ୨୪୫, ବୌଦ୍ଧରୁ ୨୩୨, ଢ଼େଙ୍କାନାଳରୁ ୨୨୦, ଭଦ୍ରକରୁ ୨୧୬, ବଲାଙ୍ଗୀରରୁ ୧୯୮, ସୁବର୍ଣ୍ଣପୁରରୁ ୧୯୫, କେନ୍ଦ୍ରାପଡ଼ାରୁ ୧୮୫, କେନ୍ଦୁଝରରୁ ୧୭୫, କୋରାପୁଟରୁ ୧୬୪, ରାୟଗଡ଼ାରୁ ୧୬୩, ଦେବଗଡ଼ରୁ ୧୧୨, ଗଜପତିରୁ୧୦୪ କନ୍ଧମାଳରୁ ୬୯, ମାଲକାନଗିରିରୁ ୪୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୭୬ ହଜାର ୨୯୭କୁ ବୃଦ୍ଧି ପାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+