ରାଜ୍ୟରେ ପୁଣି ଚିହ୍ନଟ ହେଲେ ୧୦ ହଜାରରୁ ଅଧିକ ସଂକ୍ରମିତ, ଖୋର୍ଦ୍ଧାରୁ ସର୍ବାଧିକ

ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ଚିହ୍ନଟ ହେଲେ ୧୦ ହଜାରରୁ ଅଧିକ ସଂକ୍ରମିତ ହୋଇଛନ୍ତି । ଆଜି ୧୦,୫୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଉପର ମୁହାଁ ହେଉଛି କରୋନା ଗ୍ରାଫ । ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ଚିହ୍ନଟ ହେଲେ ୧୦ ହଜାରରୁ ଅଧିକ ସଂକ୍ରମିତ ହୋଇଛନ୍ତି । ଆଜି ୧୦,୫୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୭୭ ପଜିଟିଭ ଚିହ୍ନଟ ହୋଇଛନ୍ତି।

Corona Update

ସେହିପରି ସୁନ୍ଦରଗଡ଼ରୁ ୧୧୮୬, କଟକରୁ ୯୬୩, କଳାହାଣ୍ଡିରୁ ୫୭୧, ବରଗଡ଼ରୁ ୫୪୩, ସମ୍ବଲପୁରରୁ ୪୬୦, ନବରଙ୍ଗପୁରରୁ ୪୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅନୁଗୁଳରୁ ୩୮୮, ଯାଜପୁରରୁ ୩୭୩, ପୁରୀରୁ ୩୧୯, ବଲାଙ୍ଗିର ଓ ଝାରସୁଗୁଡ଼ାରୁ ୩୧୪ ଲେଖାଏଁ, ନୂଆପଡ଼ାରୁ ୩୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବାଦ ମୟୂରଭଞ୍ଜରୁ ୨୮୮, ଷ୍ଟେଟ୍ ପୁଲ୍‌ରୁ ୨୮୨, ବୌଦ୍ଧରୁ ୨୫୦, ନୟାଗଡ଼ରୁ ୨୨୪, ଜଗତସିଂହପୁରରୁ ୨୧୭, ଗଞ୍ଜାମରୁ ୧୯୬, କେନ୍ଦୁଝରରୁ ୧୯୪, କୋରାପୁଟରୁ ୧୮୨, ଭଦ୍ରକରୁ ୧୫୮, ରାୟଗଡ଼ାରୁ ୧୪୦, କେନ୍ଦ୍ରାପଡ଼ାରୁ ୧୨୧, ଗଜପତିରୁ ୧୧୩, ସୁବର୍ଣ୍ଣପୁରରୁ ୧୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତ

ଏହାବାଦ ବାଲେଶ୍ୱରରୁ ୯୭, ଦେବଗଡ଼ ଓ ଢେଙ୍କାନାଳରୁ ୮୮ ଲେଖାଏଁ, ମାଲକାନଗିରିରୁ ୮୩, କନ୍ଧମାଳରୁ ୭୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୧୬୨କୁ ବୃଦ୍ଧି ପାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+