ରାଜ୍ୟରେ ଆଉ 986 କରୋନା ଆକ୍ରାନ୍ତ ଚିହ୍ନଟ, 14 ମୃତ
ଗତ 24 ଘଣ୍ଟା ମଧ୍ୟରେ 986 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ 572 ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ 414 ଜଣ ସ୍ଥାନୀୟ ସଂକ୍ରମଣ ଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ସୂଚନା ଦେଇଛି । ଆଜି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ 112 ଜଣ ନୂଆ ସଂକ୍ରମଣ ଚିହ୍ନଟ ହୋଇଛନ୍ତି ।
ଭୁବନେଶ୍ୱର : ଗତ 24 ଘଣ୍ଟା ମଧ୍ୟରେ 986 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ 572 ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ 414 ଜଣ ସ୍ଥାନୀୟ ସଂକ୍ରମଣ ଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ସୂଚନା ଦେଇଛି । ଆଜି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ 112 ଜଣ ନୂଆ ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3ଲକ୍ଷ 5ହଜାର 986ରେ ପହଞ୍ଚିଛି । ରାଜ୍ୟରେ ମୋଟ 2ଲକ୍ଷ 92 ହଜାର 477 ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି ।













Click it and Unblock the Notifications