Get Updates
Get notified of breaking news, exclusive insights, and must-see stories!

Corona Update: ୨୯ ଜିଲ୍ଲାରୁ ୨୬୦ କରୋନା ରୋଗୀ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୬୦ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣ ୧୫୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୧୦୯ ଲୋକାଲ କେସ ରହିଛି ।

ଭୁବନେଶ୍ୱର: ଆସିଲା କରୋନା ଆକ୍ରାନ୍ତ ରିପୋର୍ଟ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୬୦ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣ ୧୫୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୧୦୯ ଲୋକାଲ କେସ ରହିଛି ।

୨୯ ଜିଲ୍ଲାରୁ ୨୬୦ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ଗୋଟିଏ ଜିଲ୍ଲାରୁ କେହି ଚିହ୍ନଟ ହୋଇ ନା ଥିବା ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ।

Corona

ତେବେ ଆଜି ସୁନ୍ଦରଗଡରୁ ୩୧ ଜଣ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରେ ୨୧, ବାଲେଶ୍ୱରରୁ ୨, ବରଗଡରୁ ୧୯, ଭଦ୍ରକରୁ ୬,ସୋନପୁରରୁ ୩ ଜଣ ରୋଗୀଙ୍କୁ ଚିହ୍ନଟ କରାଯାଇଛି।

ସେହିପରି ବୌଦ୍ଧରୁ ୨, ଦେବଗଡରୁ ୪, ଢେଙ୍କାନାଳରୁ ୧, ଗଜପତିରୁ ୧୮, ଗଞ୍ଜାମରୁ ୫, ଯାଜପୁରରୁ ୯, ଝାରସୁଗୁଡାରୁ ୧୫, କେନ୍ଦ୍ରାପଡାରୁ ୨, କେନ୍ଦୁଝରରୁ ୧୦, ଖୋର୍ଦ୍ଧାରୁ ୧୧, ମୟୂରଭଞ୍ଜରୁ ୧୧, ନୂଆପଡ଼ାରୁ ୮, ପୁରୀରୁ ୯, ରାୟଗଡାରୁ ୩ ଏବଂ ସମ୍ବଲପୁରରୁ ୧୯ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+