5 ଶହ ମାର୍କ ମୁହାଁ କରୋନା ଗ୍ରାଫ, ୨୪ ଘଣ୍ଟାରେ ୪୭୧ ପଜିଟିଭ୍ ଚିହ୍ନଟ
5 ଶହ ମାର୍କ ମୁହାଁ କରୋନା ଗ୍ରାଫ, ୨୪ ଘଣ୍ଟାରେ ୪୭୧ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରେଣ୍ଟିନରେ ୨୭୮ ଜଣ ଓ ଲୋକାଲ କେସ୍ ୧୯୩ ରହିଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୨,୬୯୫ରେ ପହଞ୍ଚିଛି। ଆକ୍ଟିଭ୍ କେସ୍-୩,୦୮୫ ଥିବାବେଳେ ୩ ଲକ୍ଷ ୩୭ ହଜାର ୬୩୫ ଜଣ ଆକ୍ରାନ୍ତ ସୁସ୍ଥ ହେଲେଣି।












Click it and Unblock the Notifications