ରାଜ୍ୟରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣରେ ଅଛି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ରାଜ୍ୟରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣରେ ଅଛି । ସୂଚନା ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର। କୋଭିଡ୍‌ର ଅସ୍ୱାଭାବିକ ସ୍ଥିତି ନାହିଁ, ବ୍ୟସ୍ତ ହେବାର କାରଣ ନାହିଁ। କୋଭିଡ୍‌ ରିପୋର୍ଟ ଆସିଲେ RTPCR କରିବୁ । ଦରକାର ହେଲେ ଜିନମ ସିକ୍ୱେନ୍ସିଂ କରାଯିବ। ପ୍ରଥମ ରୋଗୀର ସ୍ୱାସ୍ଥ୍ୟବସ୍ଥା ଭଲ ଅଛି ।
କେନ୍ଦ୍ର ସରକାରଙ୍କ ଠାରୁ କୌଣସି ଗାଇଡ୍‌ ଲାଇନ ଆସିନାହିଁ। ୨୦୨୨ ଗାଇଡ୍‌ ଲାଇନ ଅନୁସାରେ ମେଡିକାଲ ମାନେ କାମ କରୁଛନ୍ତି।

Director of Public Health

ପୁଣି ଚିନ୍ତା ବଢ଼ାଇଲାଣି କରୋନା। ରାଜ୍ୟରେ ଚିହ୍ନଟ ହେଲେ ୫ କୋଭିଡ ପଜିଟିଭ୍‌। ଭୁବନେଶ୍ବରରୁ ୪ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ଜଣେ ଟିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ପୁରୁଷ ଥିବାବେଳେ ଜଣେ ମହିଳା ଅଛନ୍ତି।

ତିନି ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୂର୍ବରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆକ୍ରାନ୍ତ ଜଣକ ଜଣେ ବରିଷ୍ଠ ନାଗରିକ ହୋଇଥିବାବେଳେ ସେ ଏକାଧିକ ରୋଗରେ ପୀଡିତ ଅଛନ୍ତି ।

ପୂର୍ବରୁ ସ୍ବାସ୍ଥ୍ୟ ବିଭାଗ ସଚିବ କହିଥିଲେ କୋରୋନାର ଏହି ଭାରିଆଣ୍ଟ ମାଇଲଡ, ଏହା ବ୍ୟାପିବାର ସମ୍ଭାବନା କମ । ତେଣୁ କେହି ବ୍ୟସ୍ତ ହୁଅନ୍ତୁ ନାହିଁ ବୋଲି କୁହାଯାଇଛି। କୋରୋନା ସାରା ଦେଶରୁ ସମ୍ପୂର୍ଣ୍ଣ ହଟିନି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+