ଆସନ୍ତାକାଲିଠାରୁ ପୁଣି ଆରମ୍ଭ ହେବ କୋଭିଡ ଟିକାକରଣ
ଆସନ୍ତାକାଲିଠାରୁ ପୁଣି ରାଜ୍ୟରେ ଆରମ୍ଭ ହେବେ ପ୍ରଥମ ପର୍ଯ୍ୟାୟ କୋଭିଡ ଟିକାକରଣ।
ଭୁବନେଶ୍ୱର: ଆସନ୍ତାକାଲିଠାରୁ ପୁଣି ରାଜ୍ୟରେ ଆରମ୍ଭ ହେବେ ପ୍ରଥମ ପର୍ଯ୍ୟାୟ କୋଭିଡ ଟିକାକରଣ। 59 ସେସନ ସାଇଟରେ 6498 ସ୍ୱାସ୍ଥ୍ୟକର୍ମୀଙ୍କୁ ଦିଆଯିବ ଟିକା। ଏଥିରୁ ଭୁବନେଶ୍ୱରର 10ଟି ସାଇଟ ରହିବ।

ସେହିପରି ଫେବୃଆରୀ 6 ତାରିଖରୁ ସମ୍ମୁଖ ଯୋଦ୍ଧାଙ୍କୁ ଟୀକା ଦିଆଯିବ। ସେମାନଙ୍କ ପାଇଁ ଅଲଗା ସ୍ଥାନ, ଅଲଗା vaccinatorଙ୍କୁ ନିୟୋଜିତ କରିବାକୁ ଜିଲ୍ଲାପାଳ, ସ୍ୱାସ୍ଥ୍ୟ ଅଧିକାରୀଙ୍କ ସହ ବୈଠକ ହୋଇଥିବା କହିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ ।
ଅନ୍ୟପଟେ ପଲସ ପୋଲିଓ 35,47,490 ଶିଶୁ ବୁନ୍ଦା ଦିଆଯାଇଥିବା କହିଛନ୍ତି ଡାକ୍ତର ପାଣିଗ୍ରାହୀ ।












Click it and Unblock the Notifications