ଭୁବନେଶ୍ୱର ଭିଏସଏସ ନଗରରେ ବାଣ ବିସ୍ଫୋରଣ, ଜଣେ ମୃତ

ବାଣ ବିସ୍ଫୋରଣ ନେଇଛି ଜଣଙ୍କ ଜୀବନ
ଭୁବନେଶ୍ୱର:ଭୁବନେଶ୍ୱର ଭିଏସଏସ ନଗରରେ ବାଣ ବିସ୍ଫୋରଣ ନେଇଛି ଜଣଙ୍କ ଜୀବନ । ଘର ଭିତରେ ବାଣ ଭିଡୁଥିବା ବେଳେ ଘଟିଥିଲା ବିସ୍ଫୋରଣ । ଏଥିରେ ଗୁରୁତର ଆହତ ହୋଇଛନ୍ତି ଶିବାନନ୍ଦ ତାଡ । ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଯେଉଁଠି ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ।
ବିସ୍ଫୋରଣରେ ଘର ଛାତ ଉଡିଯାଇଛି
ସୂଚନା ଅନୁସାରେ, ଭୁବନେଶ୍ୱର ସହିଦନଗର ଥାନା ଭିଏଏସ ନଗର ଜିଏଲ କଲୋନୀ ଠାରେ ଶିବାନନ୍ଦ ତାଡ ନାମକ ଜଣେ ଯୁବକ ନିଜ ଘର ଭିତରେ ବାଣ ତିଆରି କରୁଥିଲେ ତାଙ୍କ ହାତରେ ବାଣ ଫୁଟିଥିଲା । ବିସ୍ଫୋରଣରେ ତାଙ୍କ ଘର ଛାତ ମଧ୍ୟ ଉଡିଯାଇଛି ।
ସ୍ଥିତି ଅନୁଧ୍ୟାନ କରିଛନ୍ତି ଭୁବନେଶ୍ୱର ମେୟର
ଗତକାଲି ଶିବାନନ୍ଦଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଯେଉଁଠି ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେପଟେ ଘଟଣା ସ୍ଥଳରେ କମିଶନରେଟ୍ ପୋଲିସ ପହଞ୍ଚି ଘଟଣାର ଜାଞ୍ଚ୍ ଆରମ୍ଭ କରିଛି । ସେହିପରି ଅଘଟଣ ଘଟିଥିବା ସ୍ଥାନକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି ଭୁବନେଶ୍ୱର ମେୟର ଏବଂ ବିଧାୟକ ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications