ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କ ପାଖରେ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ୍‌

ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କ ପାଖରେ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ୍‌। ପୀଡ଼ିତାଙ୍କ ବାପା ଓ ଭାଇ ସେଠାରେ ଥିବାରୁ ପଚରାଉଚରା କରିପାରନ୍ତି । ଏପର୍ଯ୍ୟନ୍ତ ଘଟଣାରେ କେଉଁମାନେ ସମ୍ପୃକ୍ତ ତାହା ସ୍ପଷ୍ଟ ହୋଇପାରିନି ।

ବଳଙ୍ଗା ପୀଡ଼ିତାଙ୍କ ଅସ୍ତ୍ରୋପଚାର ହୋଇଛି । ଗଭୀର ଭାବେ ପୋଡ଼ିଥିବା ଅଂଶରେ ଅସ୍ତ୍ରୋପଚାର ହୋଇଛି । ଦିଲ୍ଲୀ ଏମ୍ସରେ ଭର୍ତ୍ତି ଅଛନ୍ତି ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତା । ତେବେ ପୀଡ଼ିତାଙ୍କ ଗଭୀର ଭାବେ ପୋଡ଼ିଥିବା ଅଂଶରେ ଅସ୍ତ୍ରୋପଚାର କରାଯାଇଥିବା ନେଇ ଏମ୍ସ ଦିଲ୍ଲୀ ପକ୍ଷରୁ ସୂଚନା ଦିଆଯାଇଛି।

Crime Branch team reaches Balanga patient at Delhi AIIMS

ଏବେ ବି ଅକ୍ସିଜେନ୍‌ ସପୋର୍ଟରେ ଅଛନ୍ତି ପୀଡ଼ିତା ଓ ଅବସ୍ଥା ଗୁରୁତର ଥିବା ନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି ।ଏଥିସହ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ସ୍ଥିତି ଅନୁଧ୍ୟାନ କରୁଛନ୍ତି ।

ସୂଚନାଥାଉକି, ଦିଲ୍ଲୀ ଏମ୍‌ସରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏମ୍ସ ଡାକ୍ତରୀ ଟିମ୍‌ ଓ ପରିବାର ଲୋକଙ୍କ ସହିତ କଥାବାର୍ତ୍ତା ହୋଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+