ଗିରଫ ହେଲେ କୋଟିପତି ଯନ୍ତ୍ରୀ ପ୍ରଭାସ ପ୍ରଧାନ

Odisha News: ଗିରଫ ହେଲେ ବାଲେଶ୍ୱର ଜିଲ୍ଲାର ଜଳସେଚନ ବିଭାଗ ଆନନ୍ଦପୁର ବ୍ୟାରେଜ୍ ଡିଭିଜନର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପ୍ରଭାସ ପ୍ରଧାନ । ଶୁକ୍ରବାର ଦିନ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କର ଅନେକ ସମ୍ପତ୍ତି ଉପରେ ଚଢାଉ କରିଥିଲା ।

Prabhas Pradhan

ଭିଜିଲାନ୍ସ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ଓଡ଼ିଶା ସମେତ ପଶ୍ଚିମବଙ୍ଗର ୮୫ ପ୍ଲଟ ଠାବ କରାଯାଇଛି । ଏକ ପାଞ୍ଚ ମହଲା କୋଠା, ମାର୍କେଟ କଂପ୍ଲେକ୍ସ ଉପରେ ଚଢାଉ କରାଯାଇଛି । ସେହିପରି ୧୧ ଲକ୍ଷ ଟଙ୍କା, ୨୧୮ ଗ୍ରାମ ସୁନା, ଗୋଟିଏ କାର୍‌ ମଧ୍ୟ ଜବତ କରାଯାଇଛି । ବାଲେଶ୍ୱରର ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଥିଲା ଭିଜିଲାନ୍ସ । ତାଙ୍କ ଘରୁ ସୁନା, ଅଳଙ୍କାର ଓ ନଗଦ ଟଙ୍କା ମଧ୍ୟ ଜବର କରାଯାଇଛି । ତାଙ୍କ ଘରୁ ୧୧ ଲକ୍ଷ ଟଙ୍କା, ୨୧୮ ଗ୍ରାମ ସୁନା ଏବଂ କାର୍ ଯବତ ଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+