Get Updates
Get notified of breaking news, exclusive insights, and must-see stories!

ନିଜ ସର୍ଭିସ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ CRPF ଯବାନ

ନିଜକୁ ଗୁଳିକଲେ ସିଆରପିଏଫ୍ ଯବାନ । ରାଉରକେଲାରେ ନିଜ ସର୍ଭିସ ବନ୍ଧୁକରେ ନିଜକୁ ଗୁଳିକଲେ CRPF ଯବାନ । ଗୁରୁତର ଅବସ୍ଥାରେ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା । ଡାକ୍ତର ମୃତ ଘୋଷଣା କରିଛନ୍ତି । ମୃତ ସିଆରପିଏଫ୍ ଯବାନ ହାବିଲଦାର ରାଙ୍କ ର ସୁବାସ ପ୍ରସାଦ । ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ଆତ୍ମହତ୍ୟା କରିଥିବା ସନ୍ଦେହ ।

CRPF jawan
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+