ଆଉ ଗୋଟିଏ ଦିନ ବଢିଲା କଟକର ଐତିହାସିକ ବାଲିଯାତ୍ରା
ଆଉ ଗୋଟିଏ ଦିନ ବଢିଲା କଟକର ଐତିହାସିକ ବାଲିଯାତ୍ରା । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଗୋଟିଏ ଦିନ ବୃଦ୍ଧି ହୋଇଛି ବାଲିଯାତ୍ରା। ଆସନ୍ତା ଗୁରୁବାର ପର୍ଯ୍ଯନ୍ତ ଚାଲିବ ଏହି ଯାତ୍ରା ।
କଟକ: ଆଉ ଗୋଟିଏ ଦିନ ବଢିଲା କଟକର ଐତିହାସିକ ବାଲିଯାତ୍ରା । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଗୋଟିଏ ଦିନ ବୃଦ୍ଧି ହୋଇଛି ବାଲିଯାତ୍ରା। ଆସନ୍ତା ଗୁରୁବାର ପର୍ଯ୍ଯନ୍ତ ଚାଲିବ ଏହି ଯାତ୍ରା । ଏନେଇ ସୂଚନା ଦେଇଛନ୍ତି ସିଏମସି ମେୟର ସୁବାସ ସିଂହ ।

ବାଲିଯାତ୍ରା ବୁଲିବାରେ ଲୋକଙ୍କ ଆଗ୍ରହ, ଉତ୍ସାହକୁ ଦୃଷ୍ଟିରେ ରଖି ଯାତ୍ରାର ଅବଧିକୁ ଆଉ ଦୁଇ ଦିନ ବଢ଼ାଇବାକୁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଥିଲା କଟକ ମହାନଗର ନିଗମ (ସିଏମ୍ସି) । ଏନେଇ ସୋମବାର ସିଏମ୍ସିର ସ୍ୱତନ୍ତ୍ର ବରାଦି ବୈଠକରେ ଆଲୋଚନା ପରେ ନିଗମ ପକ୍ଷରୁ ସରକାରଙ୍କୁ ବିଧିବଦ୍ଧ ପ୍ରସ୍ତାବ ଦେଇ ଚିଠି ଲେଖାଯାଇଥିଲା । ଫଳରେ ବାଲିଯାତ୍ରା ଆଉ ଦୁଇଦିନ ବଢ଼ିବା ନେଇ ଆଶା ସଂଚାର ହୋଇଥିଲା । ହେଲେ ସରକାର ଦିନେ ବଢାଇବାକୁ ଦେଇଛନ୍ତି ଅନୁମୋଦନ ।
ଗତ ୮ତାରିଖ କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିଲା କଟକ ବାଲିଯାତ୍ରା ମହୋତ୍ସବ । ଦୁଇ ବର୍ଷ ପରେ ବାଲିଯାତ୍ରା ହେଉଥିବାରୁ ଲୋକଙ୍କ ଭିତରେ ଉତ୍ସାହ ବୃଦ୍ଧି ପାଇଛି ।
More From
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications