କଟକ ବାଲିଯାତ୍ରା ଅବଧି ଆଉ ଗୋଟିଏ ଦିନ ବୃଦ୍ଧି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଘୋଷଣା

ଆଜି ସରିଥାନ୍ତା, ହେଲେ ଆଉ ଗୋଟିଏ ଦିନ ବଢିଲା। କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି ହୋଇଛି। ଏ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହାଦ୍ବାରା ବାଲିଯାତ୍ରା ଆଜି ୧୨ ତାରିଖ ପରିବର୍ତ୍ତେ ଆସନ୍ତାକାଲି ଅର୍ଥାତ୍ ୧୩ ତାରିଖ ଦିନ ଉଦ୍‌ଯାପିତ ହେବ। ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ମେଳାରେ ବ୍ୟବସାୟୀ ମାନଙ୍କ କାରବାରକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ଏହାର ଅବଧି ବୃଦ୍ଧି କରିଛନ୍ତି।

Cuttack Bali Yatra
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+