ସେପ୍ଟେମ୍ୱର ୨୮ ତାରିଖରୁ କଟକ ଦୁର୍ଗାପୂଜା ଆରମ୍ଭ । ଅକ୍ଟୋବର ୩ ତାରିଖରେ ଦୁର୍ଗାପୂଜା ଭସାଣୀ ଶୋଭାଯାତ୍ରା । କଟକ ମହାନଗର ପୂର୍ବାଞ୍ଚଳ ଶାନ୍ତି କମିଟି ବୈଠକରେ ନିଷ୍ପତ୍ତି । ଶାନ୍ତି ଶୃଙ୍ଖଳାରେ ପୂଜା ପାଳନ କରିବାକୁ ସହରବାସୀଙ୍କୁ ନିବେଦନ ।