ନୂଆ ରୂପ ପାଇବ କଟକ ମହାନଦୀ ରିଭର ଫ୍ରଣ୍ଟ, ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ନୂଆ ରୂପ ପାଇବ କଟକ ମହାନଦୀ ରିଭର ଫ୍ରଣ୍ଟ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପର ଆଜି ସମୀକ୍ଷା କରିଛନ୍ତି । କଟକ ମହାନଦୀ ତଟ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ପାଇଁ ୨୧୦ କୋଟି ଟଙ୍କା ବ୍ୟୟ କରାଯିବ। ଏହି ପ୍ରକଳ୍ପ ଅନ୍ତର୍ଗତ ୪୨୬ ଏକର ଅଞ୍ଚଳରେ ମହାନଦୀ ତଟ ସୌନ୍ଦର୍ଯ୍ୟକରଣ କରାଯିବ।

ଏହି ପ୍ରକଳ୍ପ ଜାତୀୟ ସ୍ତରର ଏକ ଆକର୍ଷଣୀୟ ପର୍ଯ୍ୟଟନ ପ୍ରକଳ୍ପ ଭାବରେ ବିକଶିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପର ସମୀକ୍ଷା କରି ତୁରନ୍ତ କାର୍ଯ୍ୟ ଆରମ୍ଭ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହି ପ୍ରକଳ୍ପ ମାଧ୍ୟମରେ ମହାନଦୀ ତଟର ସୌନ୍ଦର୍ଯ୍ୟକରଣ କରାଯିବ, ଯାହା ପର୍ଯ୍ୟଟନ ବିକାଶରେ ସହାୟକ ହେବ। ଏହା ସହ ପରିବେଶ ସଂରକ୍ଷଣ ଏବଂ ଆଧ୍ୟାତ୍ମିକ ପର୍ଯ୍ୟଟନର ବିକାଶ ମଧ୍ୟ ହେବ ।
More From
-
ସୁପ୍ରିମକୋର୍ଟରେ ଦାରା ସିଂ ମାମଲାର ଶୁଣାଣି, ରାଜ୍ୟ ସରକାରଙ୍କ ପକ୍ଷରୁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ -
ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ୫ଦିନ ଝଡ଼ବର୍ଷା, ସତର୍କ ସୂଚନା ଜାରି -
ପ୍ରମିଳାଙ୍କୁ କଡ଼ା କାଉଣ୍ଟର କଲେ ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ, କହିଲେ ମିଛ ଡ୍ରାମା କରୁଛନ୍ତି ବିରୋଧୀ -
ବିଧାନସଭାରେ ବିରୋଧୀଙ୍କ ନାଟକବାଜି, ବର୍ଷିଲେ ମୁଖ୍ୟମନ୍ତ୍ରୀ -
ରମେଶ ଜେନାଙ୍କ ନିଲମ୍ବନ ହଟିବ ନାହିଁ,ବିଧାୟକ ପଦ ରଦ୍ଦ ପାଇଁ ଚାର୍ଜସିଟ୍ ପ୍ରସ୍ତୁତ ହେଉଛି ; କହିଲେ ଭକ୍ତ -
ମାର୍ଚ୍ଚ ୨୨ ଯାଏ CPET ପରୀକ୍ଷା ଆବେଦନ ପାଇଁ ସମୟସୀମା ବୃଦ୍ଧି -
ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର, ନନ୍ଦନକାନନରେ ଜନ୍ମ ନେଲା ଲମ୍ବା ଥଣ୍ଟିଆ ଶାଗୁଣା ଛୁଆ -
ମାର୍ଚ୍ଚ ସୁଦ୍ଧା ମାଲକାନଗିରିରୁ ଉଡ଼ିବ ବିମାନ -
ବିଧାନସଭାରେ ଅଚଳାବସ୍ଥା ଜାରି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି -
ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିରୋଧୀଙ୍କ ହୋହଲ୍ଲା , ସାଢ଼େ ୧୧ଟା ଯାଏଁ ଗୃହ ମୁଲତବି -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
ଏସସିବି ପ୍ରସଙ୍ଗ, ଆଜି ମଧ୍ୟ ଗୃହରେ ହୋହଲ୍ଲା କରିପାରନ୍ତି ବିରୋଧୀ












Click it and Unblock the Notifications