କଟକ ଗଣ୍ଡଗୋଳ ଘଟଣା: ୩ଟି ମାମଲାରେ ୮ଜଣ ଗିରଫ

କଟକ ଗଣ୍ଡଗୋଳ ଘଟଣାରେ ଏଯାବତ ୮ଜଣଙ୍କୁ ଗିରଫ କରିଛି ପୁଲିସ । ଏନେଇ ସୂଚନା ଦେଇଛନ୍ତି ପୁଲିସ କମିଶନର ଏସ୍‍ ଦେବଦତ୍ତ ସିଂହ । ଆଗକୁ କାର୍ଯ୍ୟାନୁଷ୍ଠାନ ଆହୁରି ଜୋରଦାର ହେବ ବୋଲି କହିଛନ୍ତି । ୩ଟି ମାମଲାରେ ୮ଜଣଙ୍କୁ ଗିରଫ କରାଯାଇଛି । ଅଭିଯୁକ୍ତଙ୍କ ବିରୋଧରେ ସଙ୍ଗୀନ ଦଫା ଲଗାଇଛି ପୁଲିସ । ବିନା ଅନୁମତିରେ ଶୋଭାଯାତ୍ରା ବହାର କରିବା, ବେଆଇନ ଭାବେ ସହର ପରିକ୍ରମା କରି ଏକାଠି ହେବା, ପୁଲିସ ଉପରେ ଆକ୍ରମଣ ଭଳି ମାମଲା ରୁଜୁ କରିଛି ପୁଲିସ ।

Cuttack riot incident 8 arrested in 3 cases

କଟକରେ ଧୀରେ ଧୀରେ ଶାନ୍ତି ଫେରୁଛି । ବିଶୃଙ୍ଖଳାକାରୀଙ୍କ ବିରୋଧରେ ପୁଲିସ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଉଛି । ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି । କଟକରେ ଶାନ୍ତି ଓ ସଦଭାବନା ବଜାୟ ରଖିବା ପାଇଁ ଜନସାଧାରଣଙ୍କୁ ନିବେଦନ କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+