କଟକ-ସମ୍ବଲପୁର ରାସ୍ତା କାମ ଚଳିତ ବର୍ଷ ଶେଷ ସୁଦ୍ଧା ଶେଷ ହେବ
କଟକ-ସମ୍ବଲପୁର ରାସ୍ତା କାମ ଚଳିତ ବର୍ଷ ଶେଷ ସୁଦ୍ଧା ଶେଷ ହେବ । ସମୀକ୍ଷା ପରେ ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଚଳିତ ବର୍ଷ କେନ୍ଦ୍ର ୧୩ ହଜାର କୋଟିର ନୀତିଗତ ଅନୁମୋଦନ ଦେଇଛି' ।ସେପ୍ଟେମ୍ବର ସୁଦ୍ଧା ୨ ହଜାର କୋଟି ଟଙ୍କାର ରାସ୍ତା କାମ ସାରିବାକୁ ଲକ୍ଷ୍ୟ' ।

ଗତ ୫ ବର୍ଷରେ ଯେତିକି କାମ ହୋଇଛି, ବର୍ଷକରେ ସେତିକି ରାସ୍ତା ହେବ' ।












Click it and Unblock the Notifications