ବଢୁଛି ସାଇବର ଠକେଇ : ଦୁଇ ବର୍ଷରେ ଲୁଟି ନେଇଛନ୍ତି ୭୧୧ କୋଟି
ମାତିଛନ୍ତି ସାଇବର ଲୁଟେରା । ଯଦି ଅନଲାଇନରେ ଲେଣଦେଣ କରୁଛନ୍ତି । ତେବେ ସାବଧାନ ହୋଇଯାଆନ୍ତୁ । ଆଖି ପିଛୁଳାକେ କୋଟି କୋଟି ଟଙ୍କା ଲୁଟି ନେଉଛନ୍ତି ସାଇବର ଠକ । ବିଧାନସଭାରୁ ଆସିଛି ଡରାଇଭଳି ତଥ୍ୟ । ଦୁଇ ବର୍ଷରେ ଲୁଟିଲେଣି ୭୧୧ କୋଟିରୁ ଅଧିକ ଟଙ୍କା । କିନ୍ତୁ ସାଇବର ଠକଙ୍କ ଠାରୁ ଫେରିଛି ମାତ୍ର ୭ କୋଟି ଟଙ୍କା । ବିଧାନସଭାରେ ଏନେଇ ଲିଖିତ ଭାବେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ବିଧାନସଭାର ତଥ୍ୟ କହୁଛି ୨୦୨୪ରେ ୨୭ ହଜାର ୩୬୮ ଟି ମାମଲା ରୁଜୁ ହେଉଥିବା ବେଳେ, ୨୭୯ କୋଟି ୭୧ ଲକ୍ଷ ୨୯ ହାଜର ୬୬୨ ଟଙ୍କା ଠକେଇ ହେଇଛି l ସେଥିମଧ୍ୟରୁ ମାତ୍ର ୨ କୋଟି ୪୭ ଲକ୍ଷ ୮୭ ହଜାର ୨୬୮ ଟଙ୍କା ରିକଭରି ହୋଇଛି। ସେହିପରି ୨୦୨୫ ରେ ୪୯ ହଜାର ୪୨୬ ମାମଲା ରୁଜୁ ହେଇଥିବା ବେଳେ, ୪୩୨ କୋଟି, ୨୮ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ସାଇବର ଠକ। ଯାହା ଭିତରୁ ଫେରିପାରିଛି ମାତ୍ର ୫ କୋଟି ୩୧ ଲକ୍ଷ, ୪୫ ହଜାର ୮୮୬ ଟଙ୍କା ।

More From
-
ଆଗାମୀ ୨ ଦିନ ମଧ୍ୟରେ ବଢ଼ିବ ଦିନ ତାପମାତ୍ରା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ -
ରାଜ୍ୟରେ ଆଉ ଖୋଲିବ ନାହିଁ ନୂଆ ସବ୍-ଟ୍ରେଜରୀ -
ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ , ସ୍ଵାଭାବିକ ଚାଲିଛି ପ୍ରଶ୍ନକାଳ -
ରାଜ୍ୟସଭା ନିର୍ବାଚନ; ୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି, ଜାଣନ୍ତୁ ଓଡ଼ିଶା ପାଇଁ କାହାକୁ ମିଳିଲା ଦାୟିତ୍ୱ -
୪ଜିଲାକୁ ବିଜୁଳି, ଘଡ଼ଘଡ଼ି ସତର୍କତା -
ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଭକ୍ତଙ୍କୁ ଏବେ ନବୀନ ଭୂତ ଲାଗିଛି, ୧୬ ସେ ଭୂତ ଛାଡ଼ିଯିବ ; ବାବୁ ସିଂ -
ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ଯଥେଷ୍ଟ ତେଲ ଅଛି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
କାହିଁକି ଏହି ଦୁଇ ଦେବତା ଶନିଦେବ ଏବଂ ଯମମହାରାଜ କଳା ପୋଷାକ ପିନ୍ଧନ୍ତି, ଏହି ରଙ୍ଗର କ'ଣ ମହତ୍ତ୍ୱ ଅଛି ?











Click it and Unblock the Notifications