Get Updates
Get notified of breaking news, exclusive insights, and must-see stories!

କଟକ ଆନନ୍ଦ ଭବନରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଯାଏଁ ସାଇକେଲ୍ ରାଲି

ଆଜି ପ୍ରବାଦ ପୁରୁଷ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗୀୟ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଆଜିର ଦିନକୁ ସାରା ରାଜ୍ୟ ପଞ୍ଚାୟତିରାଜ ଓ ଲୋକସେବା ଦିବସ ଭାବେ ପାଳନ କରାଯାଉଛି ।

କଟକ : ଆଜି ପ୍ରବାଦ ପୁରୁଷ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗୀୟ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଆଜିର ଦିନକୁ ସାରା ରାଜ୍ୟ ପଞ୍ଚାୟତିରାଜ ଓ ଲୋକସେବା ଦିବସ ଭାବେ ପାଳନ କରାଯାଉଛି । ଏହି ଅବସରରେ ବିଜୁ ଜନତା ଦଳ ବିଜୁ ପଟ୍ଟନାୟକଙ୍କ105 ତମ ଜନ୍ମ ଦିବସକୁ ଖୁବ୍ ଉତ୍ସାହର ସହ ପାଳନ କରୁଛି । କଟକ ଆନନ୍ଦ ଭବନରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ମାଲ୍ୟାର୍ପଣ କରାଯାଇଛି ।

bjd

ବିଜେଡି ପକ୍ଷରୁ ଏକ ବିଶାଳ ସାଇକେଲ ରାଲିର ଆୟୋଜନ କରାଯାଇଛି । କଟକ ଆନନ୍ଦ ଭବନ ନିକଟରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଅଭିମୁଖେ ସାଇକେଲ୍ ରାଲି ବାହାରି ଭୁବନେଶ୍ବର ପାଖରେ ପହଞ୍ଚିଛି । ଏଥିରେ ହଜାର ହଜାର ସଂଖ୍ୟକ ଯୁବକ-ଯୁବତୀ ଓ ଛାତ୍ରଛାତ୍ରୀ ସାମିଲ ହୋଇଛନ୍ତି । ଦଳର ବହୁ ଛାମୁଆ ନେତା ଏହାର ନେତୃତ୍ୱ ନେଉଥିବା ବେଳେ ଯୁବ ବିଜେଡି, ଛାତ୍ର ବିଜେଡିର ଶହଶହ କର୍ମୀ ସାମିଲ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+