ବାତ୍ୟା ଦାନା : ୨୩ରୁ ୨୫ ବନ୍ଦ ରହିବ କଲେଜ ଓ ବିଶ୍ବବିଦ୍ୟାଳୟ, ବନ୍ଦ ରଖିବାକୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ବାତ୍ୟା ପାଇଁ ୨୩ରୁ ୨୫ ପର୍ଯ୍ୟନ୍ତ କଲେଜ ବନ୍ଦ ରହିବ । କଲେଜ ଓ ବିଶ୍ବବିଦ୍ୟାଳୟ ବନ୍ଦ ରଖିବାକୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ । ୧୪ ଜିଲ୍ଲାରେ କଲେଜ, ବିଶ୍ବବିଦ୍ୟାଳୟ ବନ୍ଦ ନିର୍ଦ୍ଦେଶ । ୧୪ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରିଥିଲେ ଏସଆରସି । ବାତ୍ୟା ଯେଉଁ ସବୁ ଜିଲ୍ଲାକୁ ପ୍ରଭାବିତ କରିବ ସେଠି ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଥିଲେ ରାଜ୍ୟ ସରକାର। ଏସବୁ ଜିଲ୍ଲା ଗୁଡ଼ିକ ହେଲା ଗଂଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ , ଯାଜପୁର, ଅନୁଗୁଳ, ଖୋର୍ଦ୍ଧା ଓ ନୟାଗଡ଼।

Cyclone Dana Colleges and universities will be closed
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+