ଏବେ ବି ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି, ଘଣ୍ଟାକୁ ୧୨ କିମି ବେଗରେ ଗତି କରୁଛି 'ଦାନା'

ଭୁବନେଶ୍ୱର : ମଧ୍ୟରାତ୍ରରେ ଲ୍ୟାଣ୍ଡଫଲ୍ କଲା 'ଦାନା' । ରାତି ୧୨ଟା ୫ରେ ଲ୍ୟାଣ୍ଡଫଲ୍ କରିଛି ଦାନା । ଭିତରକନିକା ହବାଳିଖଟିରେ ସ୍ଥଳଭାଗ ଛୁଇଁଛି । ସିଭିୟର ସାଇକ୍ଲୋନିକ୍ ଷ୍ଟ୍ରର୍ମ "ଦାନା" ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଏବଂ ଉତ୍ତର ଓଡ଼ିଶା ଉପକୂଳକୁ ହବାଳିଖଟି ନେଚର କ୍ୟାମ୍ପ (ଭିତରକନିକା) ଏବଂ ଧାମରା ନିକଟ ଦେଇ ରାତି ୧ଟା ୩୦ ମିନିଟରୁ ଭୋର ୩.୩୦ ମିନିଟ୍ ମଧ୍ୟରେ ଅତିକ୍ରମ କରିଛି ।

cyclone dana

ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୧୦ କିଲୋମିଟର ଏବଂ ଝଟକା ପବନ ୧୨୦ କିଲୋମିଟର ରହିଥିଲା । ଆଇଏମଡିର ସୂଚନା ଅନୁସାରେ 'ଦାନା'ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଏବେ ବି ଜାରି ରହିଛି । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାରେ ଛେଚୁଛି ବର୍ଷା । ଘଣ୍ଟାକୁ ୧୨ କିମି ବେଗରେ ଗତି କରୁଛି ବାତ୍ୟା ଦାନା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+