ବାତ୍ୟା ଗୁଲାବ: ଆଜି ରାତି ୯ଟା'ରେ କରିପାରେ ଲ୍ୟାଣ୍ଡଫଲ
ଭୁବନେଶ୍ୱର: ମାଡି ଆସୁଛି ବାତ୍ୟା ଗୁଲାବ । ଆଜି ରାତି ୯ଟାରୁ ୧୦ଟା ମଧ୍ୟରେ ଆରମ୍ଭ ହେବ ବାତ୍ୟା ଗୁଲାବର ଲାଣ୍ଡଫଲ ପ୍ରକ୍ରିୟା । ଏହି ପ୍ରକ୍ରିୟା ୨-୩ ଘଣ୍ଟା ଧରି ଚାଲିବ । ଲାଣ୍ଡଫଲ ସମୟରେ ପବନର ବେଗ ୭୫ ରୁ ୮୫ ଓ ସମୟ ସମୟରେ ୯୫ କିଲୋମିଟର ଝଟକା ପବନ ରହିବ ।

ସ୍ଥଳଭାଗ ଛୁଇଁବାବେଳେ ଗଞ୍ଜାମ ଓ ଗଜପତି ବିଶେଷ ପ୍ରଭାବିତ ହୋଇପାରେ । ଏହି ଜିଲ୍ଲାରେ ଘଣ୍ଟାପ୍ରତି ୭୫ ରୁ ୮୫ କିଲୋମିଟର ରହିବ ପବନର ବେଗ । ଏହି ସୂଚନା ଦେିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ବାତ୍ୟା ପ୍ରଭାବରେ ଆକସ୍ମିକ ବନ୍ୟା, ଭୂସ୍ଖଳନ ସମ୍ଭାବନା ରହିଛି । ପୁରୀ, ଖୋର୍ଦ୍ଧା, ନବରଙ୍ଗପୁର, ରାୟଗଡା, କନ୍ଧମାଳ, କୋରାପୁଟ, ମାଲକାନାଗିରିରେ ବି ପବନର ବେଗ ୪୫ରୁ ୫୫ କିଲୋମିଟର ରହିବ । ସମୟେ ସମୟେ ୬୫ ରହିବ ଝଟକା ପବନ ।
ଲ୍ୟାଣ୍ଡଫଲର ୧୨ ଘଣ୍ଟା ଯାଏ ଅବପାତ ରୂପରେ ରହିବ ଗୁଲାବ୍ । ଏହାର ପ୍ରଭାବରେ ଆସନ୍ତାକାଲି ମଧ୍ୟ ଉପକୂଳ ଓଡିଶାରେ ବର୍ଷା ଜାରି ରହିବ । ବର୍ତ୍ତମାନ ସୁଦ୍ଧା ଚାନ୍ଦବାଲିରେ ସର୍ବାଧିକ ୨୧ ମିମି ବର୍ଷା ରେକର୍ଡ ହୋଇଛି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications