ଗୋପାଳପୁରରେ ୩ ଦିନ ପାଇଁ ହୋଟେଲ ଆସିବା ମନା
ଗୋପାଳପୁରରେ ୩ ଦିନ ପାଇଁ ହୋଟେଲ ଆସିବା ମନା । ୨୭, ୨୮, ୨୯ର ସବୁ ବୁକିଂ ବାତିଲ ପାଇଁ ନିର୍ଦ୍ଦେଶ। ବାତ୍ୟା ମୋନ୍ଥା ପ୍ରଭାବ ପାଇଁ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ।

ବଙ୍ଗୋପସାଗର ରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆଜି ଠାରୁ ସମୁଦ୍ର ଅଶାନ୍ତ ରହିଛି। ତେଣୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ରକୁ ମାଛ ଧରିବା ପାଇଁ ନଯିବାକୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ସଚେତନ କରାଯାଇଛି । ବିଭାଗ ପକ୍ଷରୁ ଡ଼ାକ- ବଙ୍ଗୋପସାଗର ରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ରେ ପରିଣତ ହୋଇଛି ।
ଏହାର ପ୍ରଭାବରେ ଆଜି ଠାରୁ ସମୁଦ୍ର ଅଶାନ୍ତ ରହିଛି । ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର କୁ ମାଛ ଧରିବା ପାଇଁ ନଯିବାକୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ସଚେତନ କରାଯାଇଛି । ବିଭାଗ ପକ୍ଷରୁ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ନେହେରୁବଙ୍ଗଳା ମାଛଧରା ବନ୍ଦର, ଷଣ୍ଢକୁଦ ମତ୍ସ୍ୟଜୀବୀ ବସ୍ତି, ନୂଆ ବଜାର କଲୋନୀ, ଅଠରବାଙ୍କି ମାଛଧରା ବନ୍ଦର, ଚଉମୁହାଣୀ ମାଛଧରା ବନ୍ଦର ନିକଟରେ ମତ୍ସ୍ୟଜୀବୀମାନଙ୍କୁ ଗତକାଲି ସତର୍କ କରାଯାଇଥିବା ବେଳେ ଆଜି ମଧ୍ୟ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ପ୍ରଚାର କରାଯାଉଛି ।
ତେବେ ଆଜି ସୁଦ୍ଧା ସମସ୍ତ ମତ୍ସ୍ୟଜିବୀ ଫେରି ଆସିଥିବା ବେଳେ ଧିରେ ଧିରେ ସମୁଦ୍ର ଅଶାନ୍ତ ହେବାରେ ଲାଗିଛି।ବାଜି ଯନ୍ତ୍ର ସାହାଯ୍ୟରେ ନେହେରୁବଙ୍ଗଳା ମାଛଧରା ବନ୍ଦର, ଷଣ୍ଢକୁଦ ମତ୍ସ୍ୟଜୀବୀ ବସ୍ତି, ନୂଆ ବଜାର କଲୋନୀ, ଅଠରବାଙ୍କି ମାଛଧରା ବନ୍ଦର, ଚଉମୁହାଣୀ ମାଛଧରା ବନ୍ଦର ନିକଟରେ ମତ୍ସ୍ୟଜୀବୀ ମାନଙ୍କୁ ଗତକାଲି ସତର୍କ କରାଯାଇଥିବା ବେଳେ ଆଜି ମଧ୍ୟ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ପ୍ରଚାର କରାଯାଉଛି । ତେବେ ଆଜି ସୁଦ୍ଧା ସମସ୍ତ ମତ୍ସ୍ୟଜିବୀ ଫେରି ଆସିଥିବା ବେଳେ ଧିରେ ଧିରେ ସମୁଦ୍ର ଅଶାନ୍ତ ହେବାରେ ଲାଗିଛି
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications