Get Updates
Get notified of breaking news, exclusive insights, and must-see stories!

ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ଵବର୍ତ୍ତୀ ଉତ୍ତର ପୂର୍ବରେ ବାତ୍ୟା ‘ସେନୟାର’

ମାଲାକ୍କା ସମୁଦ୍ର ଅଞ୍ଚଳ ପାଶ୍ୱର୍ବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହେବା ପରେ ଆଜି ବାତ୍ୟା ରୂପ ନେଇଛି । ମାଲାକ୍କା ପ୍ରଣାଳୀ ଉପରେ ଥିବା ଗଭୀର ଅବପାତ ପଶ୍ଚିମ ଦିଗକୁ ଗତି କରି ବାତ୍ୟାରେ ପରିଣତ ହୋଇଛି । ସୃଷ୍ଟି ହୋଇଥିବା ବାତ୍ୟା ଆଜି ଇଣ୍ଡୋନେସିଆ ଉପକୂଳକୁ ପୂର୍ବାହ୍ନରେ ଅତିକ୍ରମ କରିବା ସମ୍ଭାବନା ରହିଛି ।

Cyclone Senyaar

ତେବେ ବାତ୍ୟାର ଗତିପଥ କଣ କରିବ? ଓଡ଼ିଶା ଉପରେ କି ପ୍ରଭାବ ପକାଇବ? ଆନ୍ଧ୍ର ନା ତାମିଲନାଡୁ ମୁହାଁଇବ ତାହାକୁ ନେଇ କୌଣସି ସୂଚନା ଦେଇନାହିଁ ଭାରତୀୟ ପାଣିପାଗ ବିଭାଗ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+