Get Updates
Get notified of breaking news, exclusive insights, and must-see stories!

ଶ୍ରୀମନ୍ଦିର ଭିତରୁ ଡାଲଡା ଘିଅ ଜବତ

ଶ୍ରୀମନ୍ଦିର ଭିତରୁ ଶନିବାର ଡାଲଡା ଘିଅ ଜବତ ହୋଇଛି। ଏହି ଘଟଣାରେ ଜଣେ ମହାସୁଆର ସେବକଙ୍କୁ ପଚରାଉଚରା କରାଯାଇଛି। କେବଳ ଓମଫେଡ୍ ଘିଅ ବ୍ଯବହାର ନେଇ ପୂର୍ବରୁ ନିର୍ଦ୍ଦେଶ ଥିବାରୁ, ଏବଂ ଜନୈକ ମହାସୁଆର ସେବକ ଏହାର ଉଲ୍ଲଂଘନ କରିଥିବାରୁ, ସମ୍ପୃକ୍ତ ସେବକଙ୍କୁ କୈଫିୟତ ତଲବ୍ କରିଛି ଶ୍ରୀମନ୍ଦିର ପ୍ରଶାସନ ।

jagannath temple

କୌଣସି ପ୍ରକାର ବିଶୃଂଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ମୁଖ୍ଯ ପ୍ରଶାସକ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+