କ୍ଷୟକ୍ଷତି ଆକଳନ ନିର୍ଦ୍ଦେଶ ଦିଆଯାଇଛି, ପାଣି ଛାଡ଼ିଲେ କ୍ଷତିପୂରଣ ମିଳିଯିବ; ସୁରେଶ ପୂଜାରୀ

ରାଜ୍ୟରେ ବନ୍ୟା ସ୍ଥିତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା । ବ୍ରାହ୍ମଣୀ ସତର୍କ ସଂକେତ ଉପରେ, ଆଖୁଆପଦାରେ ବୈତରଣୀ ସ୍ଥିର ଅଛି' । ରାଜଘାଟ, ମଥାନିରେ ସୁବର୍ଣ୍ଣରେଖା ସାମାନ୍ୟ ବିପଦ ସଂକେତ ଉପରେ ଅଛି' । ଯାଜପୁରର ସର୍ବାଧିକ ୪୬ ଗାଁ, ୧୪ ପଂଚାୟତ ପ୍ରଭାବିତ ହୋଇଛି' । ସମସ୍ତ ସେବା ଯୋଗାଇବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି' । ମୃତାହତ ଖବର ନାହିଁ, ବେଶି ସମୟ ପାଣିରେ ରୁହନ୍ତୁ ନାହିଁ; ସାପ ବିପଦ ଅଛି' । ଆଶ୍ରୟସ୍ଥଳୀକୁ ଆସନ୍ତୁ, ପୋଲିସକୁ ଘର ଜଗିବାକୁ ନିର୍ଦ୍ଦେଶ ଦିଆଯାଇଛି ।' କ୍ଷୟକ୍ଷତି ଆକଳନ ନିର୍ଦ୍ଦେଶ ଦିଆଯାଇଛି, ପାଣି ଛାଡୁ ଛାଡୁ କ୍ଷତିପୂରଣ ମିଳିଯିବ' ।

Suresh Pujari
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+