ବାତ୍ୟା 'ୟଶ' ପାଇଁ ପାରାଦୀପ ବନ୍ଦରକୁ ୩ ନମ୍ୱର ବିପଦ ସଂକେତ

ପାରାଦୀପ ବନ୍ଦରକୁ ୩ ନମ୍ବର ବିପଦ ସଂକେତ ଜାରି । ବାତ୍ୟା ୟଶକୁ ନେଇ ପାରାଦ୍ଵୀପ ବନ୍ଦର ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ । ବନ୍ଦରର ବର୍ଥରେ ଲାଗିଥିବା ଜାହାଜ ଓ ଆଙ୍କରେଜ ମଧ୍ୟରେ ଥିବା ଜାହାଜ ଗୁଡିକୁ ଗଭୀର ସମୁଦ୍ର ମଧ୍ୟକୁ ପଠାଇବା ଆରମ୍ଭ ହୋଇଛି ।

ଜଗତସିଂହପୁର: ପାରାଦୀପ ବନ୍ଦରକୁ ୩ ନମ୍ବର ବିପଦ ସଂକେତ ଜାରି । ବାତ୍ୟା ୟଶକୁ ନେଇ ପାରାଦ୍ଵୀପ ବନ୍ଦର ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ । ବନ୍ଦରର ବର୍ଥରେ ଲାଗିଥିବା ଜାହାଜ ଓ ଆଙ୍କରେଜ ମଧ୍ୟରେ ଥିବା ଜାହାଜ ଗୁଡିକୁ ଗଭୀର ସମୁଦ୍ର ମଧ୍ୟକୁ ପଠାଇବା ଆରମ୍ଭ ହୋଇଛି ।

Paradip port

ବାତ୍ୟା ୟାସ୍ ପାରାଦ୍ଵୀପରୁ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ଥିବାରୁ, ଅଧିକ ଯୋରରେ ପବନ ସହିତ ଉଚ୍ଚ ସାମୁଦ୍ରିକ ଢେ଼ଉ ଉଠିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ବନ୍ଦରର ଆଙ୍କରେଜ ଓ ବର୍ଥ ମଧ୍ୟରେ ଜାହାଜ ଗୁଡିକ ରହିଲେ ବନ୍ଦର ଓ ଜାହାଜର କ୍ଷତି ଘଟିବାର ସମ୍ଭାବନା ରହିଛି । ଯାହାକୁ ଦୃଷ୍ଟିରେ ରଖି ପାରାଦ୍ଵୀପ ବନ୍ଦର ଆଗୁଆ ପଦକ୍ଷେପ ସହିତ ଜାହାଜ ଗୁଡିକୁ ଗଭୀର ସମୁଦ୍ରର ସୁରକ୍ଷିତ ସ୍ଥାନକୁ ପଠାଇ ଦିଆଯାଉଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+